Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ଉଦଘାଟିତ ହେଲା ମାଗଣା ଫିଜିଓଥେରାପି କେନ୍ଦ୍ର, ଜାଣନ୍ତୁ କେଉଁଠି
ଆଜିର ଖବର

ଭୁବନେଶ୍ବରରେ ଉଦଘାଟିତ ହେଲା ମାଗଣା ଫିଜିଓଥେରାପି କେନ୍ଦ୍ର, ଜାଣନ୍ତୁ କେଉଁଠି

May 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ଉଦଘାଟିତ ହେଲା ମାଗଣା ଫିଜିଓଥେରାପି କେନ୍ଦ୍ର, ଜାଣନ୍ତୁ କେଉଁଠି

ଭୁବନେଶ୍ୱର: ଭୁବନେଶ୍ୱର ପୋଖରୀପୁଟ ସ୍ଥିତ ରାମକୃଷ୍ଣ ବିବେକାନନ୍ଦ ପ୍ରତିଷ୍ଠାନ ପରିସରରେ ଏକ ନିଶୁଳ୍କ ବା ମାଗଣା ଫିଜିଓଥେରାପି କେନ୍ଦ୍ର ଉଦଘାଟିତ ହୋଇଯାଇଛି।ଉକ୍ତ ଫିଜିଓଥେରାପି କେନ୍ଦ୍ର ଶ୍ରୀମଦ୍ ସ୍ଵାମୀ ଦୂର୍ଗେଶ ନନ୍ଦିନୀ ମହାରାଜଙ୍କ କରକମଳରେ ଉଦଘାଟିତ ହୋଇଯାଇଛି।

ଉକ୍ତ କେନ୍ଦ୍ରରେ ସପ୍ତାହର ପ୍ରତ୍ୟେକ ଶୁକ୍ରବାର, ଶନିବାର ଓ ରବିବାର ସକାଳ ୮ ଘଟିକା ଠାରୁ ୧୧ ଘଟିକା ପର୍ଯ୍ୟନ୍ତ ବିନା ଦେୟରେ ଫିଜିଓଥେରାପି ସେବା ଯୋଗାଇ ଦେବେ ବୋଲି ଅଭିଜ୍ଞ ଫିଜିଓଥେରାପିଷ୍ଟ ଡ଼ ଏଲିନା ପଟ୍ଟନାୟକ ସହମତି ପ୍ରକାଶ କରିଛନ୍ତି।ସେ କହିଛନ୍ତି ଛୋଟପିଲାଠୁ ଆରମ୍ଭ କରି ଆବାଳ ବୃଦ୍ଧ ବନିତା ଏହାର ସୁଯୋଗ ନେଇପାରିବେ।

ଅନୁଷ୍ଠାନର ସମ୍ପାଦକ ରମେଶ ଚନ୍ଦ୍ର ଭଦ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଫିଜିଓଥେରାପି ଉଦଘାଟନୀ କାର୍ଯ୍ୟକ୍ରମକୁ ବରିଷ୍ଠ ଟ୍ରଷ୍ଟି ବିଶ୍ଵ ରଞ୍ଜନ ଶତପଥୀ,ପ୍ରତିଷ୍ଠାନର କୋଷାଧ୍ୟକ୍ଷ ରଞ୍ଜନ କୁମାର ରାଉତରାୟ, ସକ୍ରିୟ ସଭ୍ୟ ସୂର୍ଯ୍ୟ ନାରାୟଣ ଦାସ ଓ ବାଞ୍ଛାନିଧି ମଲ୍ଲିକ ଙ୍କ ଉପସ୍ଥିତିରେ ଓ ପରିଚାଳନାରେ ସମ୍ପାଦନ କରାଯାଇଥିଲା।ମହାବୀର ବରିଷ୍ଠ ନାଗରିକ ସଂଘ ସଦସ୍ୟ ତଥା କାଳୁନନ୍ଦ ନଗର ଅଧିବାସୀ ମାନେ ବହୁ ସଂଖ୍ୟାରେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

ପୋଖରୀପୁଟ ଏବଂ ଏହାର ଆଖ ପାଖ ଅଞ୍ଚଳର ଯେ କେହି ବ୍ୟକ୍ତି ଏହି ଫିଜିଓଥେରାପି ନିଶୁକ୍ଲ ସେବା ପ୍ରତ୍ୟେକ ଶୁକ୍ରବାର,ଶନିବାର ଓ ରବିବାର ସକାଳ ୮ ଘଟିକା ଠାରୁ ୧୧ ଘଟିକା ପର୍ଯ୍ୟନ୍ତ ସୁଯୋଗ ନେଇପାରିବେ ବୋଲି ଅନୁଷ୍ଠାନର ସମ୍ପାଦକ ଜଣାଇଛନ୍ତି।

BJP Ads
ଫିଜିଓଥେରାପି
Share. Facebook Twitter LinkedIn Email WhatsApp Copy Link

Related Posts

ବଦାୟୁଁରେ କକୋଡା ମେଳା ଉଦଘାଟନ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଏଲ ବର୍ମା

November 5, 2025

ଜାତି ଏବଂ ଧର୍ମ ଆଧାରରେ ସେନାକୁ ବିଭାଜିତ କରିବା ଗଣତନ୍ତ୍ର ପାଇଁ ଏକ ଦୁଃଖଦ ଘଟଣା: ଚିରାଗ ପାସୱାନ

November 5, 2025

ଇସି ବିରୋଧରେ ‘ହାଇଡ୍ରୋଜେନ୍ ବୋମା’ ଫୁଟାଇଲେ ରାହୁଲ ଗାନ୍ଧୀ?: ଉତ୍ତର ଦେଲେ ନିର୍ବାଚନ କମିଶନ

November 5, 2025

ରାଇଜିଂ ଷ୍ଟାର ଏସିଆ କପ୍: ଘୋଷଣା ହେଲା ଟିମ୍ ଇଣ୍ଡିଆ ଏ, ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚ୍ ର ତାରିଖ

November 5, 2025
BJP Ads
Latest News

ବଦାୟୁଁରେ କକୋଡା ମେଳା ଉଦଘାଟନ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଏଲ ବର୍ମା

November 5, 2025

ଜାତି ଏବଂ ଧର୍ମ ଆଧାରରେ ସେନାକୁ ବିଭାଜିତ କରିବା ଗଣତନ୍ତ୍ର ପାଇଁ ଏକ ଦୁଃଖଦ ଘଟଣା: ଚିରାଗ ପାସୱାନ

November 5, 2025

ଇସି ବିରୋଧରେ ‘ହାଇଡ୍ରୋଜେନ୍ ବୋମା’ ଫୁଟାଇଲେ ରାହୁଲ ଗାନ୍ଧୀ?: ଉତ୍ତର ଦେଲେ ନିର୍ବାଚନ କମିଶନ

November 5, 2025

ରାଇଜିଂ ଷ୍ଟାର ଏସିଆ କପ୍: ଘୋଷଣା ହେଲା ଟିମ୍ ଇଣ୍ଡିଆ ଏ, ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚ୍ ର ତାରିଖ

November 5, 2025

Kartik Purnima: କାର୍ତ୍ତିକ ପୂର୍ଣ୍ଣିମା ଓ ଦେବ ଦୀପାବଳି ପାଇଁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଜଣାଇଲେ ଶୁଭେଚ୍ଛା

November 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.