Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଦେଶବାସୀଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାଣନ୍ତୁ କେତେବେଳେ
ଆଜିର ଖବର

ଆଜି ଦେଶବାସୀଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାଣନ୍ତୁ କେତେବେଳେ

May 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଦେଶବାସୀଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାଣନ୍ତୁ କେତେବେଳେ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଉଦବୋଧନ ଦେବେ। ଆଜି ପ୍ରାୟ ରାତି ଆଠଟା ବେଳକୁ ସେ ଉଦବୋଧନ ଦେବେ ବୋଲି ଜଣାପଡିଛି। ଏହି ଉଦବୋଧନ ସମସ୍ତ ସରକାରୀ ତଥା ବେସରକାରୀ ନ୍ୟୁଜ ଚ୍ୟାନେଲରେ ପ୍ରସାରଣ କରାଯିବ।

ତେବେ ଅପରେସନ ସିନ୍ଦୁର ପରେ ପ୍ରଧାନମନ୍ତ୍ରୀ ପ୍ରଥମ ଥର ପାଇଁ ଦେଶବାସୀଙ୍କୁ ଉଦବୋଧନ ଦେବାକୁ ଯାଉଛନ୍ତି। ତେବେ ତା ପୂର୍ବରୁ ଡିଜିଏମଓ ଙ୍କ ମିଳିତ ସାମ୍ବାଦିକ ସମ୍ମିଳନୀ କରାଯିବାର ଜଣାପଡିଛି।

ବର୍ତ୍ତମାନ ସୀମାରେ ଉତ୍ତେଜନା ହ୍ରାସ ପାଇଛି। ପ୍ରାୟ ତିନିଦିନ ଧରି ଭାରତର ପାକିସ୍ଥାନରେ ଥିବା ସନ୍ତ୍ରସବାଦୀଙ୍କ ଆଡ୍ଡା ଉପରେ ଆକ୍ରମଣ କରି ଛାରଖାର କରିଦେଇଛି। ଏଥିରେ ପ୍ରାୟ ଶହେ ଜଣ ଆତଙ୍କବାଦୀ ନିହତ ହୋଇଥିବାର ଭାରତୀୟ ସେନା ତରଫରୁ କୁହାଯାଇଛି। ଏହାପରେ ଅସ୍ତ୍ରବିରତି ଘୋଷଣା ପରେ ମଧ୍ୟ ପାକିସ୍ଥାନ ତରଫରୁ ଆକ୍ରମଣକୁ ନିନ୍ଦା କରାଯାଇଛି।

ଏହିସବୁ ଘଟଣା ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଣ କହିବେ ତାହାକୁ ନେଇ ସମସ୍ତଙ୍କର ଉତକଣ୍ଠା ଜାରୀ ରହିଛି।

narendra modi ଅପରେସନ ସିନ୍ଦୁର ନରେନ୍ଦ୍ର ମୋଦି ଭାରତ ପାକିସ୍ଥାନ ଟେନସନ
Share. Facebook Twitter LinkedIn Email WhatsApp Copy Link

Related Posts

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026

ପଞ୍ଜାବରେ ବିଜେପିର ରାଜନୈତିକ ରଣନୀତି, ଗାଁରୁ ବିଧାନସଭା ଆସନ ଯାଏଁ ହେବ ଅଭିଯାନ

September 10, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.