Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

May 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ଚଳିତବର୍ଷ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ଏବଂ ସେମାନଙ୍କ ଅଭିଭାବକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଶ୍ରୀ ପ୍ରଧାନ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି ଯେ ଚଳିତବର୍ଷ ସିବିଏସଇ ଦ୍ୱାଦଶ ଓ ଦଶମ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆଜିର ଦିନ ଏକ ସ୍ମରଣୀୟ ଦିନ। ଉଲ୍ଲାସ, ପରିଶ୍ରମ, ସମର୍ପଣ ଏବଂ ଧୈର୍ଯ୍ୟକୁ ଖୁସିରେ ପାଳନ କରିବାର ଅବସର। ବିଗତ ବର୍ଷ ଧରି ଛାତ୍ରୀମାନଙ୍କର ପରୀକ୍ଷାରେ ପ୍ରଦର୍ଶନ ଉଲ୍ଲେଖନୀୟ। ଚଳିତବର୍ଷ ମଧ୍ୟ ଛାତ୍ରୀମାନେ ଛାତ୍ରମାନଙ୍କ ଠାରୁ ବହୁତ ଭଲ କରିଛନ୍ତି। ଏହା ଉଭା ହେଉଥିବା ନୂଆ ଭାରତର ଏକ ଶକ୍ତିଶାଳୀ ପ୍ରତିବିମ୍ବ, ଯେଉଁଥିରେ ଛାତ୍ରୀମାନଙ୍କର ଆଶା ସଫଳତାରେ ପରିଣତ ହେଉଛି।

ସିବିଏସଇ ଦ୍ୱାଦଶରେ ପାସ ହାର ୮୮.୩୯ ପ୍ରତିଶତ ଏବଂ  ସିବିଏସଇ ଦଶମରେ ୯୩.୬୬ ପ୍ରତିଶତ ରହିଛି। ଏହି ସଫଳତା ପୂର୍ବ ବର୍ଷମାନଙ୍କ ଠାରୁ କ୍ରମାଗତ ଭାବେ ବୃଦ୍ଧି ପାଉଛି, ଯାହା ଶୁଭ ସଙ୍କେତ। ସମସ୍ତ ଛାତ୍ରଛାତ୍ରୀମାନେ ଆଗାମୀ ଦିନମାନଙ୍କରେ ନିଜର କର୍ତ୍ତବ୍ୟ ପାଳନ କରିବା ପାଇଁ ପରାମର୍ଶ ଦେବା ସହ ଶ୍ରୀ ପ୍ରଧାନ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

ସେହିପରି ପୃଥକ ଟ୍ୱିଟରେ ଶ୍ରୀ ପ୍ରଧାନ ପ୍ରକାଶ କରିଥିଲେ ଯେ ନୂଆ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ସିବିଏସଇ ବୋର୍ଡ ପରୀକ୍ଷାଗୁଡିକ ଆୟୋଜନ କରାଯାଉଛି। ଟେକ୍ନୋଲୋଜି ସୁବିଧା ଦ୍ୱାରା ଦକ୍ଷତା ଆଧାରିତ ମୂଲ୍ୟାଙ୍କନରେ ଗୁରୁତ୍ୱ ଦିଆଯାଇଛି।

ଧର୍ମେନ୍ଦ୍ର ପ୍ରଧାନ ସିବିଏସ୍ଇ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025
Latest News

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.