Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର ବଡ଼ କାର୍ଯ୍ୟାନୁଷ୍ଠାନ, ପାକିସ୍ତାନ ହାଇକମିଶନରେ ନିୟୋଜିତ ଅଧିକାରୀଙ୍କୁ ତୁରନ୍ତ ଦେଶ ଛାଡିବାକୁ ନିର୍ଦ୍ଦେଶ
ଆଜିର ଖବର

ଭାରତର ବଡ଼ କାର୍ଯ୍ୟାନୁଷ୍ଠାନ, ପାକିସ୍ତାନ ହାଇକମିଶନରେ ନିୟୋଜିତ ଅଧିକାରୀଙ୍କୁ ତୁରନ୍ତ ଦେଶ ଛାଡିବାକୁ ନିର୍ଦ୍ଦେଶ

May 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମଙ୍ଗଳବାର ଦିନ ଭାରତ ପାକିସ୍ତାନ ହାଇକମିଶନରେ କାର୍ଯ୍ୟରତ ଜଣେ ପାକିସ୍ତାନୀ ଅଧିକାରୀଙ୍କୁ ତାଙ୍କ ସରକାରୀ ପଦବୀ ଅନୁଯାୟୀ କର୍ତ୍ତବ୍ୟ ପାଳନ ନକରିବା ପାଇଁ ବହିଷ୍କାର କରିଛି। ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ, ଅଧିକାରୀଙ୍କୁ ଭାରତ ଛାଡିବା ପାଇଁ ୨୪ ଘଣ୍ଟା ସମୟ ଦିଆଯାଇଛି। ଦୁଇ ଦେଶ ମଧ୍ୟରେ ଚାରି ଦିନ ଧରି ଚାଲିଥିବା ସାମରିକ ମୁହାଁମୁହିଁ ହେବା ପରେ ଅସ୍ତ୍ରବିରତି ମଧ୍ୟରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଭାରତ ମଧ୍ୟ ଅଧିକାରୀଙ୍କ କାର୍ଯ୍ୟକଳାପ ଉପରେ ନୂଆଦିଲ୍ଲୀରେ ଥିବା ପାକିସ୍ତାନ ହାଇକମିଶନରଙ୍କୁ ଏକ ପ୍ରତିବାଦ ପତ୍ର ଜାରି କରିଥିଲା।

ପାକିସ୍ତାନ ଅଧିକାରୀମାନେ ଭାରତରେ ରହିବା ପାଇଁ ଯୋଗ୍ୟ ନୁହଁନ୍ତି:

ଭାରତ ପାକିସ୍ତାନ ହାଇକମିଶନରେ କାର୍ଯ୍ୟରତ ପାକିସ୍ତାନୀ ଅଧିକାରୀମାନଙ୍କୁ persona non grata ଘୋଷଣା କରିଛି, ଅର୍ଥାତ୍ ସରକାର ସେମାନଙ୍କୁ ଭାରତରେ ରହିବାକୁ ଯୋଗ୍ୟ ମନେ କରୁନାହିଁ। ଭାରତ ସରକାର ଏ ସମ୍ପର୍କରେ ପାକିସ୍ତାନ ହାଇକମିଶନର Charged Affairesକୁ ଏକ Demarche ଜାରି କରିଛନ୍ତି। Demarcheର ଅର୍ଥ ହେଉଛି ଯେ, ସରକାର ଏହି ବିଷୟରେ ପାକିସ୍ତାନକୁ ଆନୁଷ୍ଠାନିକ ଭାବରେ ପ୍ରତିବାଦ କରିଛନ୍ତି।

Breaking News india OPERATION SINDOOR pakistan pm modi
Share. Facebook Twitter LinkedIn Email WhatsApp Copy Link

Related Posts

ମତ୍ସ୍ୟଚାଷ ପ୍ରଶିକ୍ଷଣ ଏବଂ ସଚେତନତା ଶିବିରରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

September 14, 2025

ବିଧି ପ୍ରତି ସମ୍ମାନ ସମ୍ବିଧାନର ସୁରକ୍ଷା କବଚ: ନ୍ୟାୟମୂର୍ତ୍ତୀ ଦୀକ୍ଷିତ

September 14, 2025

ଏନଆଇଆରଏଫ-୨୦୨୫ ମାନ୍ୟତାରେ ଚତୁର୍ଦ୍ଦଶ ସ୍ଥାନ ହାସଲ କଲା ଭୁବନେଶ୍ବର ଏମ୍ସ

September 14, 2025

ମା ସମଲେଶ୍ବରୀଙ୍କୁ ଦର୍ଶନ କଲେ ରାଜ୍ୟପାଳ

September 14, 2025
Latest News

ମତ୍ସ୍ୟଚାଷ ପ୍ରଶିକ୍ଷଣ ଏବଂ ସଚେତନତା ଶିବିରରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

September 14, 2025

ବିଧି ପ୍ରତି ସମ୍ମାନ ସମ୍ବିଧାନର ସୁରକ୍ଷା କବଚ: ନ୍ୟାୟମୂର୍ତ୍ତୀ ଦୀକ୍ଷିତ

September 14, 2025

ଏନଆଇଆରଏଫ-୨୦୨୫ ମାନ୍ୟତାରେ ଚତୁର୍ଦ୍ଦଶ ସ୍ଥାନ ହାସଲ କଲା ଭୁବନେଶ୍ବର ଏମ୍ସ

September 14, 2025

ମା ସମଲେଶ୍ବରୀଙ୍କୁ ଦର୍ଶନ କଲେ ରାଜ୍ୟପାଳ

September 14, 2025

ଶ୍ରୀମନ୍ଦିର ଉପରେ ବାରମ୍ବାର ଡ୍ରୋନ ଉଡିବାକୁ ନେଇ ଉଦବେଗ ପ୍ରକାଶ କଲେ ପ୍ରକାଶ ମିଶ୍ର

September 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.