Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଢିଲା କୃଷି ଓଭର୍‍ସିଅରମାନଙ୍କ ମାସିକ ଗସ୍ତ ଖର୍ଚ୍ଚ, ମୁଖ୍ୟମନ୍ତ୍ରୀ କଲେ ଘୋଷଣା, ପୂର୍ବରୁ ଥିଲା ୪୫୦ ଟଙ୍କା, ଏବେ….
ଆଜିର ଖବର

ବଢିଲା କୃଷି ଓଭର୍‍ସିଅରମାନଙ୍କ ମାସିକ ଗସ୍ତ ଖର୍ଚ୍ଚ, ମୁଖ୍ୟମନ୍ତ୍ରୀ କଲେ ଘୋଷଣା, ପୂର୍ବରୁ ଥିଲା ୪୫୦ ଟଙ୍କା, ଏବେ….

May 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
CMMajhi
ବଢିଲା କୃଷି ଓଭର୍‍ସିଅରମାନଙ୍କ ମାସିକ ଗସ୍ତ ଖର୍ଚ୍ଚ, ମୁଖ୍ୟମନ୍ତ୍ରୀ କଲେ ଘୋଷଣା, ପୂର୍ବରୁ ଥିଲା ୪୫୦ ଟଙ୍କା, ଏବେ....

ଭୁବନେଶ୍ବର: କୃଷି ଓଭର୍‍ସିଅର ମାନଙ୍କ ମାସିକ ଗସ୍ତଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, କୃଷି ଓଭର୍‍ସିଅର ମାନଙ୍କୁ ଅତି କମରେ ୨୦ ଦିନ ଗସ୍ତ କରିବାକୁ ପଡ଼ିଥାଏ । ପୂର୍ବରୁ ସେମାନଙ୍କ ମାସିକ ଗସ୍ତଭତ୍ତା (Permanent Travelling Allowance) ୩୦୦ ଟଙ୍କା ଥିବାବେଳେ ୨୦୨୩ ରେ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇ ଥିଲା।

ତେବେ ଏହାପରେ ସମାନ ସ୍ତରରେ ଥିବା ଅଧିକାଂଶ ପଦବୀ ଗୁଡ଼ିକର ମାସିକ ଗସ୍ତଭତ୍ତା ବୃଦ୍ଧି ପାଇଥିବା ବେଳେ କୃଷି ଓଭର୍‍ସିଅର ମାନଙ୍କ ଭତ୍ତା ବଢ଼ିନଥିଲା । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ୱାରା କୃଷି ଓଭର୍‍ସିଅରମାନେ ନିୟମିତ ଭାବେ ଗସ୍ତ କରିବା ପାଇଁ ପ୍ରୋତ୍ସାହିତ ହେବେ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ୧୫୬୭ ଟି କୃଷି ଓଭର୍‍ସିଅର ପଦବୀ ଥିବାବେଳେ ବର୍ତ୍ତମାନ ୧୨୫୭ ଜଣ କାର୍ଯ୍ୟରତ ଅଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026
Latest News

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026

ଆଜି ମାର୍ଚ୍ଚ ୨୩ ତାରିଖ ସୋମବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.