Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ସାତଟି ସ୍ଥାନରେ ହେବ ପ୍ରବଳ ବର୍ଷା ସହିତ କାଳ ବୈଶାଖୀ, ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ
ଆଜିର ଖବର

ଆଜି ସାତଟି ସ୍ଥାନରେ ହେବ ପ୍ରବଳ ବର୍ଷା ସହିତ କାଳ ବୈଶାଖୀ, ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ

May 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
LowPRESSURE
ଆସୁଛି ଆଉ ଏକ ଲଘୁଚାପ: ଅରେଞ୍ଜ ୱାର୍ଣ୍ଣିଂ ଜାରି

ସମୀକ୍ଷା ବ୍ୟୁରୋ: ରାଜ୍ୟରେ ଆସନ୍ତା ୨ ରୁ ୩ ଘଣ୍ଟାରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ପ୍ରଦାନ କରିଛି। ବିଭାଗ ୭ଟି ସହରକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି । ସେହି ସହରଗୁଡିକ ହେଲା କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ, ଜୟପୁର, ବାଲେଶ୍ବର, ଗଞ୍ଜାମ। ରାଜ୍ୟର ୧୮ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି ହୋଇଛି।

ଏସବୁ ଜିଲ୍ଲାକୁ କୁଆପଥର ମାଡ ସହ କାଳବୈଶାଖୀ ବର୍ଷା ହୋଇପାରେ । ଏହା ସହ ଘଣ୍ଟାକୁ ୬୦ରୁ ୭୦ କିମି ବେଗରେ ପବନ ବହିବା ନେଇ ସୂଚନା ରହିଛି ।  ଅନ୍ୟପଟେ ବଜ୍ରପାତରେ ୩ଜଣଙ୍କ ଜୀବନ ଯାଇଥିବା ଜଣାପଡିଛି । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରରେ ବଜ୍ରପାତ ନେଇଛି ଜୀବନ । ଆଈ ,ନାତୁଣୀଙ୍କ ସହ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ବୃଦ୍ଧ ଗୁରୁତର ହୋଇଥିବା ଜଣାପଡଛି ।

କାଳ ବୈଶାଖୀ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026
Latest News

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026

IPL ରେ ‘ମହାନ ରେକର୍ଡ’ ସ୍ଥାପନ କଲା CSK: ପଛରେ ପଡିଲା RCB

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.