Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ଷ୍ଟେଟ ବ୍ୟାଙ୍କରେ ବିପୁଳ ନିଯୁକ୍ତି, 2964 ଖାଲି ପଦବୀ ପାଇଁ ଆବେଦନର ଶେଷ ତାରିଖ ହେଲା..
ଆଜିର ଖବର

ଭାରତୀୟ ଷ୍ଟେଟ ବ୍ୟାଙ୍କରେ ବିପୁଳ ନିଯୁକ୍ତି, 2964 ଖାଲି ପଦବୀ ପାଇଁ ଆବେଦନର ଶେଷ ତାରିଖ ହେଲା..

May 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତୀୟ ଷ୍ଟେଟ ବ୍ୟାଙ୍କରେ ବିପୁଳ ନିଯୁକ୍ତି, 2964 ଖାଲି ପଦବୀ ପାଇଁ ଆବେଦନର ଶେଷ ତାରିଖ ହେଲା..

The Samikhsya Bureau: ଦେଶର ଅଗ୍ରଣୀ ବ୍ୟାଙ୍କ ଭାରତୀୟ ଷ୍ଟେଟ ବ୍ୟାଙ୍କରେ ଆସିଲା ବଡ ନିଯୁକ୍ତି। ଏହି ବ୍ୟାଙ୍କରେ ଏକା ଥରେ ନିଯୁକ୍ତି ହେବେ 2964 ଜଣ ଅଧିକାରୀ। ଏଥିପାଇଁ ବ୍ୟାଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ, ବ୍ୟାଙ୍କର ସର୍କଲ ବେସଡ ଅଧିକାରୀ ନିଯୁକ୍ତ କରାଯିବ।

ତେବେ ଏହି ଅଧିକାରୀଙ୍କ ପାଇଁ ଯେଉଁମାନେ ଆବେଦନ କରିବେ ସେମାନଙ୍କର ଯୋଗ୍ୟତା ଗ୍ରାଜୁଏସନ ହୋଇଥିବାର ଆବଶ୍ୟକ। ସେହିପରି ପ୍ରାର୍ଥୀଙ୍କ ବୟସ 21 ବର୍ଷ ହୋଇଥିବାର ଆବଶ୍ୟକ। ତେବେ ଯେଉଁମାନେ ଆବେଦନ କରିବେ ସେମାନେ https://bank.sbi/web/careers/current-openings କୁ କ୍ଲିକ କରନ୍ତୁ। ଆବେଦନ କରିବାର ଶେଷ ତାରିଖ ହେଲା 29 ମେ 2025।

SBI ଭାରତୀୟ ଷ୍ଟେଟ ବ୍ୟାଙ୍କ
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ–କୋରାପୁଟ ଏକ୍ସପ୍ରେସର ଶୁଭାରମ୍ଭ: ଆଦିବାସୀ ସମ୍ପ୍ରଦାୟ ପାଇଁ ସୃଷ୍ଟି ହେବ ନୂତନ ଆର୍ଥିକ ସୁଯୋଗ

July 6, 2026

ସମ୍ ହସ୍ପିଟାଲରେ ଅସୁସ୍ଥ ନବଜାତ ଶିଶୁକୁ ନୂଆ ଜୀବନ ଦେଲେ ଡାକ୍ତର

July 6, 2026

ରଣପୁରର ନୂଆପଡ଼ା ସଂରକ୍ଷିତ ଜଙ୍ଗଲରେ ୭୭ତମ ବନମହୋତ୍ସବ ପାଳିତ

July 6, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

July 6, 2026
Latest News

ପୁରୀ–କୋରାପୁଟ ଏକ୍ସପ୍ରେସର ଶୁଭାରମ୍ଭ: ଆଦିବାସୀ ସମ୍ପ୍ରଦାୟ ପାଇଁ ସୃଷ୍ଟି ହେବ ନୂତନ ଆର୍ଥିକ ସୁଯୋଗ

July 6, 2026

ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ଦୈନିକ ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ

July 6, 2026

ସମ୍ ହସ୍ପିଟାଲରେ ଅସୁସ୍ଥ ନବଜାତ ଶିଶୁକୁ ନୂଆ ଜୀବନ ଦେଲେ ଡାକ୍ତର

July 6, 2026

ରଣପୁରର ନୂଆପଡ଼ା ସଂରକ୍ଷିତ ଜଙ୍ଗଲରେ ୭୭ତମ ବନମହୋତ୍ସବ ପାଳିତ

July 6, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ: ବାତିଲ୍ ହେଲା ଏହି ସବୁ ଟ୍ରେନ

July 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.