Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଗନ୍ଧମାର୍ଦ୍ଦନ ଜଙ୍ଗଲରେ ମାଓ କ୍ୟାମ୍ପ ଠାବ, ଛତ୍ରଭଙ୍ଗ ଦେଲେ ମାଓବାଦୀ
ଆଜିର ଖବର

ପୁଣି ଗନ୍ଧମାର୍ଦ୍ଦନ ଜଙ୍ଗଲରେ ମାଓ କ୍ୟାମ୍ପ ଠାବ, ଛତ୍ରଭଙ୍ଗ ଦେଲେ ମାଓବାଦୀ

May 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ବଲାଙ୍ଗିର ପୁଣି ଗନ୍ଧମାର୍ଦ୍ଦନ ଜଙ୍ଗଲରେ ମାଓ କ୍ୟାମ୍ପ ଠାବ। ଗର୍ନ୍ଧମାର୍ଦନ, ଚକରତାଣ୍ଡି ଓ ଖୁରିପାଣି ଜଙ୍ଗଳରେ ମାଓ ଗତିବିଧି ଥିବା ନେଇ ଗତକାଲି ପୋଲିସ ଖବର ପାଇଥିଲା। ଗତକାଲି ସକାଳେ ଗର୍ନ୍ଧମାର୍ଦନ ଜଙ୍ଗଲରେ ମାଓ ଗତିବିଧି ଥିବା ସୂଚନା ପାଇ ପୋଲିସ ର ୨ଟି ଡିଭିଏଫ୍ ଟିମ୍ ସର୍ଚ୍ଚ ଅପରେସନ କରିଥିଲା। ପୋଲିସକୁ ଦେଖି ଛତ୍ରଭଙ୍ଗ ଦେଇଥିଲେ ମାଓବାଦୀ। ବିପୁଳ ପରିମାଣର ମାଓ ସମାଗ୍ରୀ ଜବତ କରିଛି ପୋଲିସ ।

ମାଓ କ୍ୟାମ୍ପରୁ ମାଓବାଦୀମାନେ ବ୍ୟବହାର କରୁଥିବା ମାଓ ପୋଷାକ, ଟିଫିନ ବକ୍ସ, ବିଦ୍ୟୁତ ତାର, ଇନଜେକ୍ସନ, ଗୁଳି, ଓୌଷଧ, ବାଣ, ମୋବାଇଲ, ଟର୍ଚ୍ଚଲାଇଟ, ମାଓ ପୁସ୍ତକ, ରେଡିଓ ପଲିଥିନ ସହ ଆଇଡି, ଜିଲୋଟିନ, ଡିଟୋନେଟର ଜବତ କରିଛି ପୋଲିସ। ମାଓ ପୁସ୍ତକରେ ବିସ୍ଫୋରକ କେମିତି ତିଆରି କରାଯାଏ ତାହାର ପୁରା ପ୍ରସେସ ରହିଛି ପୁସ୍ତକରେ।

ମାଓବାଦୀଙ୍କୁ ସହଯୋଗ କରୁଥିବା ସ୍ଥାନୀୟ ଅଞ୍ଚଳର କିଛି ଲୋକଙ୍କ ପୋଲିସ ଟ୍ରାକ କରୁଛି। ଏହି ମାଓ କ୍ୟାମ୍ପରେ ବଲାଙ୍ଗିର ବରଗଡ ମହାସମୁଦ ଡିଭିଜନର ୫ ଜଣ ମାଓବାଦୀ ଥିଲେ। ମାଓ କ୍ୟାମ୍ପ ଠାବ ହୋଇଥିବା ଅଞ୍ଚଳରେ ଲଗାତାର ସର୍ଚ୍ଚ ଅପରେସନ ଜାରି ରହିବ ବୋଲି ବଲାଙ୍ଗିର ଏସପି ଅଭିଳାଷ ଜୀ ସୂଚନା ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026
Latest News

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026

ଧର୍ମେନ୍ଦ୍ର, ଶାହ ଏବଂ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି: ରାତି ସାରା ଧାରଣାରେ ବସିବ କଂଗ୍ରେସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.