Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୟୂରଭଞ୍ଜରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କଲେ ପୂର୍ତ୍ତ‌ ମନ୍ତ୍ରୀ
ଆଜିର ଖବର

ମୟୂରଭଞ୍ଜରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କଲେ ପୂର୍ତ୍ତ‌ ମନ୍ତ୍ରୀ

May 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଆୟୋଜିତ ସମୀକ୍ଷା ବୈଠକରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଅଧ୍ୟକ୍ଷତା କରି ମୟୂରଭଞ୍ଜ (ଆର୍& ବି) ଡ଼ିଭିଜନ ଅଧିନସ୍ଥ ଚାଲୁଥିବା ଉନ୍ନୟନ ମୂଳକ ପ୍ରକଳ୍ପ କାର୍ଯ୍ୟର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ।

ଉକ୍ତ ସମୀକ୍ଷା ବୈଠକରେ ଜିଲ୍ଲାରେ ପୂର୍ତ୍ତ ବିଭାଗର ୨ଟି ଡିଭିଜନ ଯଥା ବାରିପଦା ଓ ରାଇରଙ୍ଗପୁର, ଏନ୍ .ଏଚ୍ ଏବଂ ଏନ୍ .ଏଚ.ଏ.ଆଇ ଅଧୀନରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଯଥା ରାସ୍ତା, ପୋଲ, ଗୃହ ନିର୍ମାଣ ଇତ୍ୟାଦି ପ୍ରକଳ୍ପ ଗୁଡିକର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ହୋଇଥିଲା।

ଉକ୍ତ ବୈଠକରେ ମନ୍ତ୍ରୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ଡ଼. କୃଷଚନ୍ଦ୍ର ମହାପାତ୍ର,ମୟୂରଭଞ୍ଜ ଲୋକସଭା ସାଂସଦ ନବ ଚରଣ ମାଝୀ, ରାଜ୍ୟସଭା ସାଂସଦ ମମତା ମହାନ୍ତ, ମୟୂରଭଞ୍ଜ ଜିଲ୍ଲାର ବିଧାୟକ, ବିଧାୟିକା ଗଣଙ୍କ ସମେତ ଜିଲ୍ଲାପାଳ ହେମାକାନ୍ତ ସାଏ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲି, ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ବାରିପଦା ଉପ ଜିଲ୍ଲାପାଳ ଡ଼. ଦୟାସିନ୍ଧୁ ପରିଡା, ବାରିପଦା ପୂର୍ତ୍ତ ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ ରୋହନ ରୟ, ରାଇରଙ୍ଗପୁର ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ ସୁମିତ କୁମାର ସାହୁ, ରାଇରଙ୍ଗପୁର ଡିଭିଜନର ଏସ. ଡି.ଓ ଶ୍ୟାମ ସୁନ୍ଦର ହେମ୍ବ୍ରମ ଙ୍କ ସମେତ ଭଦ୍ରକ ପୂର୍ତ୍ତ ଡିଭିଜନ ଅଧିକ୍ଷଣ ଯନ୍ତ୍ରୀ ଦେବୀ ପ୍ରସନ୍ନ ଘୋଷ,ଏନ ଏଚ ଆଇର ଅଧିକ୍ଷଣ ଯନ୍ତ୍ରୀ ରାଜେଶ୍ୱରୀ ପୃଷ୍ଟି, ପିଡିଏନ ଏଚଏଆଇର ପ୍ରତିନିଧିଙ୍କ ସମେତ ବିଭାଗୀୟ ପଦାଧିକାରୀ ମାନେ ଉପସ୍ଥିତ ଥିଲେ।

ଉନ୍ନୟନ ମୂଳକ ପ୍ରକଳ୍ପ ପୃଥ୍ୱୀରାଜ ହରିଚନ୍ଦନ ମୟୂରଭଞ୍ଜ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ହେଲିକାପ୍ଟର ଅଭୟାରଣ୍ୟ ଉପରେ ଉଡିବା ନେଇ ଅଭିଯୋଗ କଲା ବିଜେଡି

November 9, 2025

ଡିସେମ୍ବର ୧ ରୁ ୩ ପର୍ଯ୍ୟନ୍ତ ଉଜ୍ଜୈନରେ ଅନ୍ତର୍ଜାତୀୟ ଗୀତା ମହୋତ୍ସବ

November 9, 2025

ମାନବିକ ସ୍ପର୍ଶ ବଳରେ ମଣିଷର କଷ୍ଟ ଯନ୍ତ୍ରଣା ଲାଘବ କରିବାର ସୁଯୋଗ ନର୍ସମାନଙ୍କୁ ମିଳିଥାଏ: ସୋଆ କୁଳପତି

November 9, 2025

ଆଜି ପ୍ରଧାନମନ୍ତ୍ରୀଙ୍କ ଡେରାଡୁନ ଗସ୍ତ

November 9, 2025
Latest News

ମୁଖ୍ୟମନ୍ତ୍ରୀଙ୍କ ହେଲିକାପ୍ଟର ଅଭୟାରଣ୍ୟ ଉପରେ ଉଡିବା ନେଇ ଅଭିଯୋଗ କଲା ବିଜେଡି

November 9, 2025

ଡିସେମ୍ବର ୧ ରୁ ୩ ପର୍ଯ୍ୟନ୍ତ ଉଜ୍ଜୈନରେ ଅନ୍ତର୍ଜାତୀୟ ଗୀତା ମହୋତ୍ସବ

November 9, 2025

ମାନବିକ ସ୍ପର୍ଶ ବଳରେ ମଣିଷର କଷ୍ଟ ଯନ୍ତ୍ରଣା ଲାଘବ କରିବାର ସୁଯୋଗ ନର୍ସମାନଙ୍କୁ ମିଳିଥାଏ: ସୋଆ କୁଳପତି

November 9, 2025

ଆଜି ପ୍ରଧାନମନ୍ତ୍ରୀଙ୍କ ଡେରାଡୁନ ଗସ୍ତ

November 9, 2025

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ଅନେକ ଯୋଜନା କରିଛନ୍ତି ସରକାର: କେନ୍ଦ୍ର ମନ୍ତ୍ରୀ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.