Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ଣ୍ଣେଲ ସୋଫିଆଙ୍କ ଉପରେ ଅଶାଳୀନ ମନ୍ତବ୍ୟ ମାମଲା: ବିଜୟ ଶାହଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, କ୍ଷମା ପ୍ରାର୍ଥନା ଖାରଜ
ଆଜିର ଖବର

କର୍ଣ୍ଣେଲ ସୋଫିଆଙ୍କ ଉପରେ ଅଶାଳୀନ ମନ୍ତବ୍ୟ ମାମଲା: ବିଜୟ ଶାହଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, କ୍ଷମା ପ୍ରାର୍ଥନା ଖାରଜ

May 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ‘ଅପରେସନ୍ ସିନ୍ଦୂର’ ସମୟରେ ପାକିସ୍ତାନ ଉପରେ ଭାରତୀୟ ସେନାର ସଠିକ୍ କାର୍ଯ୍ୟାନୁଷ୍ଠାନ ବିଷୟରେ ଗଣମାଧ୍ୟମକୁ ସୂଚନା ଦେଇଥିବା ସେନା ଅଧିକାରୀ କର୍ଣ୍ଣେଲ ସୋଫିଆ କୁରେଶୀଙ୍କ ବିରୋଧରେ ମଧ୍ୟପ୍ରଦେଶ ସରକାରଙ୍କ ମନ୍ତ୍ରୀ ବିଜୟ ଶାହ ଏକ ଆପତ୍ତିଜନକ ବୟାନ ଦେଇଥିଲେ। ଏହି ମାମଲାରେ ସୁପ୍ରିମକୋର୍ଟ ମନ୍ତ୍ରୀ ବିଜୟ ଶାହାଙ୍କ କ୍ଷମା ପ୍ରାର୍ଥନାକୁ ଖାରଜ କରିଛନ୍ତି। ଏହା ସହିତ ଶୁଣାଣି ସମୟରେ ମନ୍ତ୍ରୀ ବିଜୟ ଶାହଙ୍କୁ ସୁପ୍ରିମକୋର୍ଟ ଭର୍ତ୍ସନା କରିଛନ୍ତି।

ଶ୍ରୀ ଶାହାଙ୍କ ଓକିଲ କହିଛନ୍ତି ଯେ, ମନ୍ତ୍ରୀ କ୍ଷମା ମାଗିଛନ୍ତି। ଯାହା ଉପରେ ଜଷ୍ଟିସ ସୂର୍ଯ୍ୟକାନ୍ତ କହିଥିଲେ ଯେ, ଏହା କି ପ୍ରକାରର କ୍ଷମା ପ୍ରାର୍ଥନା। ସୁପ୍ରିମକୋର୍ଟ କହିଛନ୍ତି ଯେ, ଆପଣ ଜଣେ ପବ୍ଲିକ ଫିଗର, କଥା ହେବା ସମୟରେ ଆପଣଙ୍କ ଶବ୍ଦ ପ୍ରତି ସତର୍କ ରୁହନ୍ତୁ। ସୁପ୍ରିମକୋର୍ଟ କହିଛନ୍ତି ଯେ, ଆମକୁ କ୍ଷମା ମାଗିବାର ଆବଶ୍ୟକତା ନାହିଁ, ଏହା ଅବମାନନା ନୁହେଁ। ଆମେ ଏହାକୁ ଆଇନ ଅନୁଯାୟୀ ପରିଚାଳନା କରିପାରିବୁ। କେବଳ କୋର୍ଟ ଆସୁଥିବାରୁ ଆପଣ କ୍ଷମା ମାଗୁଛନ୍ତି।

ସୁପ୍ରିମକୋର୍ଟ କହିଛନ୍ତି ଯେ, ଆମେ ଏକ SIT ଗଠନ କରୁଛୁ, ଏଥିରେ ତିନି ଜଣ IPS ଅଧିକାରୀ ରହିବେ – ଯେଉଁମାନେ MP ବାହାରର ହେବେ। ଆମେ ଏହି ବିଷୟ ଉପରେ ସତର୍କ ନଜର ରଖିବୁ। ଆପଣ ଯାହା କହିଛନ୍ତି, ତା’ର ପରିଣାମ ଭୋଗିବାକୁ ପଡିବ। SITରେ ତିନି ଜଣ IPS ଅଧିକାରୀଙ୍କ ମଧ୍ୟରେ ଜଣେ ମହିଳା ଅଧିକାରୀ ରହିବେ। ମଙ୍ଗଳବାର ସକାଳ ୧୦ ଟା ସୁଦ୍ଧା SIT ଗଠନ କରାଯିବା ଉଚିତ। ସୁପ୍ରିମକୋର୍ଟ SITକୁ ମେ ୨୮ ତାରିଖ ସୁଦ୍ଧା ଏକ ସ୍ଥିତି ରିପୋର୍ଟ ଦାଖଲ କରିବାକୁ କହିଛନ୍ତି।

Oparetion Sindoor sofia qureshi supremecourt vijay shah
Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ୬ରେ କର୍ତ୍ତବ୍ୟ ଭବନ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 5, 2025

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

August 5, 2025

ବଳଙ୍ଗା ପୀଡିତାଙ୍କ ପୈତୃକ ଗ୍ରାମ ବାୟାବର ଯାଇ ଶେଷ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 5, 2025

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ମଙ୍ଗଳବାର ରାଶିଫଳ

August 5, 2025
Latest News

ଅଗଷ୍ଟ ୬ରେ କର୍ତ୍ତବ୍ୟ ଭବନ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 5, 2025

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

August 5, 2025

ବଳଙ୍ଗା ପୀଡିତାଙ୍କ ପୈତୃକ ଗ୍ରାମ ବାୟାବର ଯାଇ ଶେଷ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 5, 2025

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ମଙ୍ଗଳବାର ରାଶିଫଳ

August 5, 2025

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମୀକ୍ଷା: ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ସ୍କୁଲ

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.