Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅପରାହ୍ନ 2.43ରେ ଚନ୍ଦ୍ରଯାନ-2ର ଉତ୍‌କ୍ଷେପଣ
ଆଜିର ଖବର

ଅପରାହ୍ନ 2.43ରେ ଚନ୍ଦ୍ରଯାନ-2ର ଉତ୍‌କ୍ଷେପଣ

July 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
india-all-set-to-launch-Chandrayaan-2-moon-landing-mission-in-March-2018
india-all-set-to-launch-Chandrayaan-2-moon-landing-mission-in-March-2018

ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ)ର ଦ୍ବିତୀୟ ଚନ୍ଦ୍ରଯାନ ଅଭିଯାନ ‘ଚନ୍ଦ୍ରଯାନ-2’ ପାଇଁ ସୋମବାର କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି । ଆଜି ଅପରାହ୍ନ 2ଟା 43ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ ଏହାକୁ ଉତ୍‌କ୍ଷେପଣ କରାଯିବ । ପ୍ରାୟ 978 କୋଟି ଟଙ୍କା ଖର୍ଚ୍ଚରେ ହେଇଥିବା ଏହି ମିଶନରେ ଜିଏସଏଲଭି ଏମକେ-3 ରକେଟ ଜରିଆରେ ଉତକ୍ଷେପଣ କରାଯିବ । ଏଥିରେ 3ଟି ମଡ୍ୟୁଲ ଆର୍ବିଟର, ଲ୍ୟାଣ୍ଡର(ବିକ୍ରମ) ଏବଂ ରୋଭର(ପ୍ରଜ୍ଞାନ) ରହିବେ । ଇସ୍ରୋ ସୂଚନା ମୁତାବକ, ଅଭିଯାନ ସମୟରେ ଆର୍ବିଟରଟି ଚନ୍ଦ୍ରର କକ୍ଷପଥରେ ରହିବ ଏବଂ ଧୀରେ ଧୀରେ ଚନ୍ଦ୍ରର ଦକ୍ଷିଣ ମେରୁ ନିକଟରେ ଅବସ୍ଥାନ କରିବ । ଚନ୍ଦ୍ରପୃଷ୍ଠରେ ଏହା ପହଞ୍ଚିବା ପରେ ରୋଭର ପ୍ରଜ୍ଞାନକୁ ମୁତୟନ କରାଯିବ । ଚନ୍ଦ୍ରଯାନ-2 ଜରିଆରେ ଭାରତ ଚନ୍ଦ୍ରର ଦକ୍ଷିଣ ମେରୁରେ ପହଞ୍ଚିବ ବୋଲି ଇସ୍ରୋ ଅଧ୍ୟକ୍ଷ କେ ଶିବନ୍‌ ପ୍ରକାଶ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଏହି ମିଶନ ଗତ ରବିବାର ସମାପ୍ତ ହେବାର ଥିଲା ମାତ୍ର ଶେଷ ମୂହୂର୍ତ୍ତରେ ବୈଷୟିକ ସମସ୍ୟା କାରଣରୁ ଏକ ଘଣ୍ଟା ପୂର୍ବରୁ ମିଶନକୁ ସ୍ଥଗିତ ରଖାଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ମାସରୁ ମହଙ୍ଗା ମାଡ଼!: ଏହି ଜିନିଷଗୁଡ଼ିକର ବଢିବ ମୂଲ୍ୟ

July 30, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ CCS ବୈଠକ: NSA ଡୋଭାଲ ମଧ୍ୟ ସାମିଲ

July 30, 2026

ଟିମ୍ ଇଣ୍ଡିଆର ନୂଆ ଜର୍ସି ଉପରେ ବିବାଦ: ରଙ୍ଗକୁ ନେଇ ସମାଲୋଚନା କଲେ ପୂର୍ବତନ ଅଧିନାୟକ

July 30, 2026

AIDMK ପରେ DMK କୁ ଝଟକା!: TVKରେ ଯୋଗଦେବେ ପନ୍ନିରସେଲଭମ?

July 30, 2026
Latest News

ଅଗଷ୍ଟ ମାସରୁ ମହଙ୍ଗା ମାଡ଼!: ଏହି ଜିନିଷଗୁଡ଼ିକର ବଢିବ ମୂଲ୍ୟ

July 30, 2026

ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା, ଚାରିଦିନ ପାଇଁ ଶିକ୍ଷକ ଓ କର୍ମଚାରୀଙ୍କ ଛୁଟି ବାତିଲ

July 30, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ CCS ବୈଠକ: NSA ଡୋଭାଲ ମଧ୍ୟ ସାମିଲ

July 30, 2026

ଟିମ୍ ଇଣ୍ଡିଆର ନୂଆ ଜର୍ସି ଉପରେ ବିବାଦ: ରଙ୍ଗକୁ ନେଇ ସମାଲୋଚନା କଲେ ପୂର୍ବତନ ଅଧିନାୟକ

July 30, 2026

AIDMK ପରେ DMK କୁ ଝଟକା!: TVKରେ ଯୋଗଦେବେ ପନ୍ନିରସେଲଭମ?

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.