Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଇଏମ୍ ପ୍ଲାଟଫର୍ମ ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଜିଇଏମ୍ ପ୍ଲାଟଫର୍ମ ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

May 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପିୟୁଷ ଗୋୟଲଙ୍କ ଦ୍ୱାରା ଜିଇଏମ୍ ପ୍ଲାଟ୍‌ଫର୍ମ ଉପରେ ଲେଖାଯାଇଥିବା ଏକ ଆଲେଖ୍ୟ ଶେୟାର କରିଛନ୍ତି।

ଏହି ଅବସରରେ ଶ୍ରୀ ମୋଦୀ କହିଛନ୍ତି, “ସ୍ୱଚ୍ଛ ଶାସନ ପାଇଁ ସରକାରଙ୍କ ପ୍ରୟାସକୁ ଡିଜିଟାଲ ସହାୟତା ମିଳିଛି। ଜିଇଏମ୍ ଇଣ୍ଡିଆ ସୀମାନ୍ତ ବର୍ଗର ଲୋକମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରୁଛି, ଲାଲ ଫିତା କାଟିବା ବ୍ୟବସ୍ଥାର ଅନ୍ତ କରିବା ସହ ବ୍ୟାପକ ସଞ୍ଚୟ ସୁନିଶ୍ଚିତ କରୁଛି।”

କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପିୟୁଷ ଗୋୟଲଙ୍କ ପୋଷ୍ଟର ଉତ୍ତରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପୋଷ୍ଟ କରାଯାଇଛି;

“ସ୍ୱଚ୍ଛ ଶାସନ ପାଇଁ ସରକାରଙ୍କ ଉଦ୍ୟମକୁ ଡିଜିଟାଲ୍ ପ୍ରୋତ୍ସାହନ ମିଳିଛି।

ଜିଇଏମ୍ ଇଣ୍ଡିଆ ସୀମାନ୍ତ ବର୍ଗର ଲୋକଙ୍କ ପାଇଁ ସୁଯୋଗ ସୃଷ୍ଟି କରୁଛି ଏବଂ ଲାଲ ଫିତା କାଟିବା ବ୍ୟବସ୍ଥାର ଅନ୍ତ କରିବା ସହ ବ୍ୟାପକ ସଞ୍ଚୟ ସୁନିଶ୍ଚିତ କରୁଛି।

କେନ୍ଦ୍ର ମନ୍ତ୍ରୀ ଶ୍ରୀ ପିୟୁଷ ଗୋୟଲଙ୍କ ଦ୍ୱାରା ଜିଇଏମ୍ ପ୍ଲାଟଫର୍ମ ଉପରେ ଏକ ବିସ୍ତୃତ ଆଲୋଚନା ଏବଂ ଏକ ଜ୍ଞାନବର୍ଦ୍ଧକ ଲେଖା।”

ନରେନ୍ଦ୍ର ମୋଦୀ ପିୟୁଷ ଗୋୟଲ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୁମାରାଙ୍ଗ କୃଷି ସେବା ସମବାୟ ମାଧ୍ୟମରେ ଚାଷୀଙ୍କୁ ରିହାତି ଦରରେ ସାର ବଣ୍ଟନ

August 2, 2026

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026
Latest News

ବାଣପୁର କୁମାରାଙ୍ଗ କୃଷି ସେବା ସମବାୟ ମାଧ୍ୟମରେ ଚାଷୀଙ୍କୁ ରିହାତି ଦରରେ ସାର ବଣ୍ଟନ

August 2, 2026

ଓଡ଼ିଶା ହେବ ସମ୍ପୂର୍ଣ୍ଣ ନିଶାମୁକ୍ତ: ୧୦୦ ସପ୍ତାହର ବ୍ୟାପକ ‘ଜନ-ଆନ୍ଦୋଳନ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

August 2, 2026

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ଦୌରାତ୍ମା, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ବ୍ଲକ ଅଧିକାରୀ

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.