Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାନ୍ସେଲର ଫ୍ରେଡରିକ୍ ମର୍ଜଙ୍କୁ ଦାୟିତ୍ୱ ଗ୍ରହଣ କରିବା ପରେ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ଆଜିର ଖବର

ଚାନ୍ସେଲର ଫ୍ରେଡରିକ୍ ମର୍ଜଙ୍କୁ ଦାୟିତ୍ୱ ଗ୍ରହଣ କରିବା ପରେ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

May 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫ୍ରେଡରିକ୍ ମର୍ଜଙ୍କ ସହ ଟେଲିଫୋନରେ ଆଲୋଚନା କରିଛନ୍ତି ଏବଂ ଜର୍ମାନୀ ସଂଘୀୟ ଗଣରାଜ୍ୟର ଚାନ୍ସେଲର ଭାବରେ ଦାୟିତ୍ୱ ଗ୍ରହଣ କରିବା ହେତୁ ଅଭିନନ୍ଦନ ଜଣାଇଛନ୍ତି।

ଗତ 25 ବର୍ଷ ମଧ୍ୟରେ ଭାରତ-ଜର୍ମାନୀ ରଣନୈତିକ ସହଭାଗୀତାରେ ଉତ୍କୃଷ୍ଟ ପ୍ରଗତିକୁ ଉଲ୍ଲେଖ କରି, ଦୁଇ ନେତା ବାଣିଜ୍ୟ ଏବଂ ନିବେଶ, ପ୍ରତିରକ୍ଷା ଏବଂ ସୁରକ୍ଷା, ଏବଂ ନବସୃଜନ ତଥା ପ୍ରଯୁକ୍ତିବିଦ୍ୟା କ୍ଷେତ୍ର ସମେତ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ଘନିଷ୍ଠ ଭାବରେ କାମ କରିବାକୁ ସହମତ ହୋଇଛନ୍ତି। ଉଭୟ ନେତା ଜର୍ମାନୀରେ ଭାରତୀୟ ପ୍ରବାସୀମାନଙ୍କ ଦ୍ୱାରା କରାଯାଇଥିବା ସକାରାତ୍ମକ ଅବଦାନକୁ ଉଲ୍ଲେଖ କରିଛନ୍ତି।

ସେମାନେ ପାରସ୍ପରିକ ସ୍ୱାର୍ଥର ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମଧ୍ୟ ମତ ବିନିମୟ କରିଛନ୍ତି। ସମସ୍ତ ପ୍ରକାରର ଆତଙ୍କବାଦ ବିରୋଧରେ ଲଢ଼ିବା ପାଇଁ ନେତାମାନେ ସେମାନଙ୍କର ମିଳିତ ପ୍ରତିବଦ୍ଧତାକୁ ପୁନର୍ବାର ଦୋହରାଇଛନ୍ତି।

ପ୍ରଧାନମନ୍ତ୍ରୀ ଚାନ୍ସେଲର ମର୍ଜଙ୍କୁ ଭାରତ ଗସ୍ତ ପାଇଁ ନିମନ୍ତ୍ରଣ କରିଛନ୍ତି। ନେତାମାନେ ଯୋଗାଯୋଗରେ ରହିବାକୁ ରାଜି ହୋଇଥିଲେ।

germany india narendramodi ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

୨ ଲକ୍ଷରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ପ୍ରତ୍ୟେକ ସହରରେ ପ୍ରତିଷ୍ଠା ହେବ ସହରାଞ୍ଚଳ ସମବାୟ ବ୍ୟାଙ୍କ: ଅମିତ ଶାହ 

November 11, 2025

ନୂଆପଡା ଉପନିର୍ବାଚନ: ଆଜି ଭୋଟ୍ ଗ୍ରହଣ ନିମନ୍ତେ ସୁରକ୍ଷା ବ୍ୟବସ୍ଥା କଡାକଡି

November 11, 2025

ମଙ୍ଗଳବାରରେ ଏହି ଆଠଟି ରାଶିର ଲୋକେ ରୁହନ୍ତୁ ସାବଧାନ, ହୋଇପାରେ କିଛି ଦୁର୍ଘଟଣା

November 11, 2025

ଦିଲ୍ଲୀ ବିସ୍ଫୋରଣ ପରେ ପୋଲିସ ଡିଜିଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

November 10, 2025
Latest News

୨ ଲକ୍ଷରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ପ୍ରତ୍ୟେକ ସହରରେ ପ୍ରତିଷ୍ଠା ହେବ ସହରାଞ୍ଚଳ ସମବାୟ ବ୍ୟାଙ୍କ: ଅମିତ ଶାହ 

November 11, 2025

ନୂଆପଡା ଉପନିର୍ବାଚନ: ଆଜି ଭୋଟ୍ ଗ୍ରହଣ ନିମନ୍ତେ ସୁରକ୍ଷା ବ୍ୟବସ୍ଥା କଡାକଡି

November 11, 2025

ମଙ୍ଗଳବାରରେ ଏହି ଆଠଟି ରାଶିର ଲୋକେ ରୁହନ୍ତୁ ସାବଧାନ, ହୋଇପାରେ କିଛି ଦୁର୍ଘଟଣା

November 11, 2025

ଦିଲ୍ଲୀ ବିସ୍ଫୋରଣ ପରେ ପୋଲିସ ଡିଜିଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

November 10, 2025

ପୂର୍ବତଟ ରେଳପଥ କ୍ଷମତା ବୃଦ୍ଧି ପାଇଁ ସମ୍ବଲପୁର ଡିଭିଜନରେ ବିଦ୍ୟୁତୀକରଣ ପ୍ରଣାଳୀକୁ ଅପଗ୍ରେଡ୍ କରିବ

November 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.