Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»+2 Result Today: ଆଜି ପ୍ରକାଶିତ ହେବ +2 ପରୀକ୍ଷା ଫଳ, ଜାଣନ୍ତୁ କେତେବେଳେ, କେମିତି ଜାଣିବେ ଫଳାଫଳ
ଆଜିର ଖବର

+2 Result Today: ଆଜି ପ୍ରକାଶିତ ହେବ +2 ପରୀକ୍ଷା ଫଳ, ଜାଣନ୍ତୁ କେତେବେଳେ, କେମିତି ଜାଣିବେ ଫଳାଫଳ

May 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Plus II Admission: 46,570 Students Selected in Second Merit List
Odisha Plus II Admission: 46,570 Students Selected in Second Merit List

+2 Result Today: ଆଜି ପ୍ରକାଶିତ ହେବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ସୂଚନା ପ୍ରଦାନ କରାଯାଇଛି। ଆଜି ଅପରାହ୍ନ 4ଟାରେ ଏହି ଫଳ ପ୍ରକାଶିତ ହେବ। ପରେ ଅପରାହ୍ନ 5ଟାରେ ପରିଷଦର ୱେବ ସାଇଟରେ ଏହି ଫଳ ଉପଲବ୍ଧ ହେବ। ତେବେ ଏହି ପରୀକ୍ଷା ଫଳ ଜାଣିବା ପାଇଁ ଛାତ୍ରଛାତ୍ରୀମାନେ results.odisha.gov.in କିମ୍ବା results.digilocker.gov.in ମାଧ୍ୟମରେ ଜାଣିହେବ ।

ଚଳିତ ବର୍ଷ ୩ଲକ୍ଷ ୯୩ହଜାର ଛାତ୍ରଛାତ୍ରୀ ଯୁକ୍ତ୨ ପରୀକ୍ଷା ଦେଇଛନ୍ତି । ସେମାନଙ୍କ ମଧ୍ୟରେ କଳା ବିଭାଗରେ ୨ଲକ୍ଷ ୪୭ ହଜାର, ବିଜ୍ଞାନରେ ୧ ଲକ୍ଷ ୧୪ ହଜାର, ବାଣିଜ୍ୟରେ ୨୫ହଜାର ଓ ଧନ୍ଦାମୂଳକରେ ୫ ହଜାର ଛାତ୍ରଛାତ୍ରୀ ରହିଛନ୍ତି ।

ଯୁକ୍ତ ଦୁଇ ଯୁକ୍ତ ଦୁଇ ପରୀକ୍ଷାଫଳ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

National Handloom Day: ବୟନ ବିଭାଗ ଅଗଷ୍ଟ ୫ ତାରିଖରୁ କରିବ ଭିନ୍ନ ଏକ ପ୍ରଦର୍ଶନୀ

August 2, 2026

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026
Latest News

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

Nasha Mukt Yuva: ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

August 2, 2026

National Handloom Day: ବୟନ ବିଭାଗ ଅଗଷ୍ଟ ୫ ତାରିଖରୁ କରିବ ଭିନ୍ନ ଏକ ପ୍ରଦର୍ଶନୀ

August 2, 2026

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.