Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତରପ୍ରଦେଶର ବର୍ଷା ଓ ବଜ୍ରପାତ : 32 ମୃତ
ଆଜିର ଖବର

ଉତ୍ତରପ୍ରଦେଶର ବର୍ଷା ଓ ବଜ୍ରପାତ : 32 ମୃତ

July 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତର ପ୍ରଦେଶରେ ପ୍ରବଳ ବର୍ଷା ଓ ବଜ୍ରପାତ ଘଟି 32 ଜଣଙ୍କ ମୃତ୍ୟୁ ଘଟିଛି । ରବିବାର ଦିନ ଭୟଙ୍କର ବର୍ଷା ଫଳରେ ଏହି ଘଟଣା ଘଟିଛି । ଏହି ଘଟଣାରେ 32 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ 13 ଜଣ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ କାନପୁର ଏବଂ ଫତେପୁରରୁ ସର୍ବାଧିକ 7 ଜଣ ଲେଖାଏଁ ରହିଥିବା ବେଳେ ଝାନ୍ସୀରେ 5 ଜଣ, ଜଲାଉଁରେ ଚାରି, ହମିାପୁରରେ 3, ଗାଜିପୁରରେ 2 ଜଣଙ୍କର ମୃତ୍ୟୁ ଘଟିଛି । ଜୁଆନପୁର୍‌, ପ୍ରତାପଗଡ, କାନପୁର ଦେହାତ ଏବଂ ଚିତ୍ରକୁଟରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ମୃତକଙ୍କ ନିମନ୍ତେ ଯୋଗୀ ସରକାରଙ୍କ ପକ୍ଷରୁ 4 ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026

୫୬ ବର୍ଷର ହେଲେ ରାହୁଲ ଗାନ୍ଧୀ: ଜନ୍ମଦିନର ବିଶେଷ ଶୁଭେଚ୍ଛା ପ୍ରଧାନମନ୍ତ୍ରୀ ମୋଦୀ 

June 19, 2026
Latest News

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

ଆମେରିକା-ଚୀନ୍-କେନ୍ଦ୍ରିକ “G2” ବ୍ୟବସ୍ଥାକୁ କଡ଼ା ବିରୋଧ କଲେ ଜନ୍ ବୋଲ୍ଟନ୍: ଟ୍ରମ୍ଫଙ୍କୁ ଦେଲେ ଚେତାବନୀ

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026

୫୬ ବର୍ଷର ହେଲେ ରାହୁଲ ଗାନ୍ଧୀ: ଜନ୍ମଦିନର ବିଶେଷ ଶୁଭେଚ୍ଛା ପ୍ରଧାନମନ୍ତ୍ରୀ ମୋଦୀ 

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.