Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»+3 Admission Date: ବଢିଲା ଯୁକ୍ତ ତିନି ନାମଲେଖା ସମୟ, ଜାଣନ୍ତୁ କେବେ ଅଛି ଶେଷ ତାରିଖ
ଆଜିର ଖବର

+3 Admission Date: ବଢିଲା ଯୁକ୍ତ ତିନି ନାମଲେଖା ସମୟ, ଜାଣନ୍ତୁ କେବେ ଅଛି ଶେଷ ତାରିଖ

May 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
+3 Admission Date
+3 Admission Date: ବଢିଲା ଯୁକ୍ତ ତିନି ନାମଲେଖା ସମୟ, ଜାଣନ୍ତୁ କେବେ ଅଛି ଶେଷ ତାରିଖ

+3 Admission Date: ଶେଷରେ ଯୁକ୍ତ ତିନି ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି । ଜୁନ୍‌ ୧ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଆନଲାଇନରେ ସେମାନଙ୍କର ନାମଲେଖା ଆବେଦନ କରିପାରିବେ। ଏହି ତାରିଖ ଗତକାଲି ଶେଷ ହୋଇଯାଇଥିଲା। ହେଲେ ଏ ପର୍ଯ୍ୟନ୍ତ ଯୁକ୍ ଦୁଇ ପରୀକ୍ଷା ଫଳ ଘୋଷଣା ହୋଇ ନ ଥିବାରୁ ଉଚ୍ଚ ଶିକ୍ଷା ବିଭାଗ ଏହାର ଅବଧି ବୃଦ୍ଧି କରିଛନ୍ତି।

ସାମ୍‌ସ ପୋର୍ଟାଲ୍‌ରେ ଅନ୍‌ଲାଇନ୍‌ରେ କମନ୍‌ ଆପ୍ଲିକେସନ୍‌ ଫର୍ମ ପୂରଣ କରିବେ ଛାତ୍ରଛାତ୍ରୀ। ଏହି ଅବଧି ମଧ୍ୟରେ ପୂର୍ବରୁ ସିଏଏଫ୍‌ ଦାଖଲ କରିଥିବା ଛାତ୍ରଛାତ୍ରୀ ସେମାନଙ୍କ ଫର୍ମରେ ଆବଶ୍ୟକ ସଂଶୋଧନ କିମ୍ବା ଯୁକ୍ତ୨ ମାର୍କ ଅପ୍‌ଲୋଡ୍‌ କରିପାରିବେ ।

Read More- PM Modi to Visit Rajasthan, Launch Projects Worth Over ₹26,000 Crore in Bikaner

 

Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ନୋବେଲ ପୁରସ୍କାର ବିଜେତା

February 25, 2026

ଷଷ୍ଠ ଥର ପାଇଁ ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

February 25, 2026
Latest News

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ନୋବେଲ ପୁରସ୍କାର ବିଜେତା

February 25, 2026

ଷଷ୍ଠ ଥର ପାଇଁ ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

February 25, 2026

ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ: ମାର୍ଚ୍ଚ ୮ ଯାଏଁ ଗୃହ ମୁଲତବି

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.