Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»1000 ଡିଟୋନେଟର ଜବତ କଲା ଏଟିଏସ୍‌ : 4 ଗିରଫ
ଆଜିର ଖବର

1000 ଡିଟୋନେଟର ଜବତ କଲା ଏଟିଏସ୍‌ : 4 ଗିରଫ

July 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତର ପ୍ରଦେଶ ଏଟିଏସ ବେଆଇନ ଭାବେ ରହିଥିବା 1000 ଡିଟୋନେଟର ଓ 5 ହଜାର ଜିଲୋଟିନ ଜବତ କରିଛି । ଏହି ଘଟଣାରେ ସମ୍ପୃକ୍ତ 4 ଜଣ ଅଭିଯୁକ୍ତଙ୍କୁ ଏଟିଏସ ଗିରଫ କରିଛି । ଗ୍ୟାଙ୍ଗର ମୁଖ୍ୟ ଚରଣ ସିଂହଙ୍କୁ ଏଟିଏସ ପୂର୍ବରୁ ଗିରଫ କରିଥିଲା । ମୁଖ୍ୟ ଅଭିଯୁକ୍ତ ପୂର୍ବରୁ ଜାମିନ ଆସିଥିବା ବେଳେ ଏଟିଏସ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି । ଆଇଜି (ଏଟିଏସ) ଏଡିଜି ଅସୀମ ଅରୁଣ କହିଛନ୍ତି, ଗ୍ୟାଙ୍ଗର ସଦସ୍ୟ ମାନେ ବୋଲେରୋ ଓ ପିକ-ଅପରେ ବିସ୍ଫୋରକ ସାମଗ୍ରୀ ନେଇ ଯାଉଥିଲେ । ଝାନ୍ସିର ଉଲଦସ୍ଥିତ ବଙ୍ଗରା ଛକରେ ଏଟିଏସ ଚାରି ଜଣଙ୍କୁ ବିସ୍ଫୋରକ ସାମଗ୍ରୀ ସହିତ ଗିରଫ କରିଥିଲା । ଗିରଫ ଅଭିଯୁକ୍ତମାନେ ହେଲେ ଝାନ୍ସିର ଚରଣ ସିଂହ, ଦୀନବନ୍ଧୁ, ପୁଷ୍ପେନ୍ଦ୍ର ଝା ଓ ମଧ୍ୟପ୍ରଦେଶର ଟିକମଗଡ଼ର ସୀତାରାମ ପାଳ । ଏହି ଲୋକଙ୍କୁ ପଚରାଉଚରା ବେଳେ ଜଣାପଡ଼ିଛି ଯେ, ଅଭିଯୁକ୍ତମାନେ ଓରଛାରୁ ବିସ୍ଫୋରକ ସାମଗ୍ରୀ ନେଇ ଆସୁଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୫ ତାରିଖ ଗୁରୁବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 5, 2026

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026
Latest News

ଆଜି ମାର୍ଚ୍ଚ ୫ ତାରିଖ ଗୁରୁବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 5, 2026

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.