Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ଖୁସି ଖବର: ରାଜ୍ୟ ସରକାର ବଢାଇଲେ ଭତ୍ତା
ଆଜିର ଖବର

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ଖୁସି ଖବର: ରାଜ୍ୟ ସରକାର ବଢାଇଲେ ଭତ୍ତା

May 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆପଣଙ୍କ ଆକାଉଣ୍ଟରେ ଜମା ହେବ କି କିଷାନ ସମ୍ମାନ ନିଧିର 2000 ଟଙ୍କା?: ତୁରନ୍ତ କରନ୍ତୁ ଯାଞ୍ଚ
ଆପଣଙ୍କ ଆକାଉଣ୍ଟରେ ଜମା ହେବ କି କିଷାନ ସମ୍ମାନ ନିଧିର 2000 ଟଙ୍କା?: ତୁରନ୍ତ କରନ୍ତୁ ଯାଞ୍ଚ

ଭୁବନେଶ୍ବର: ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ଖୁସି ଖବର। ଏମାନଙ୍କ ପାଇଁ ରାଜ୍ୟ ସରକାର ଭତ୍ତା ରାଶି ବଢ଼ାଇଛନ୍ତି। ୮୦ ଭାଗରୁ ଊର୍ଦ୍ଧ୍ୱ ଦିବ୍ୟାଙ୍ଗଙ୍କ ପାଇଁ ଭତ୍ତା ରାଶି ବଢିଛି। ଏଣିକି ୩ ହଜାର ୫ ଶହ ଟଙ୍କା ଭତ୍ତା ମିଳିବ। ଜୁନ ୨୦୨୫ରୁ ଭର୍ଦ୍ଧିତ ଭତ୍ତା ଦିଆଯିବ।

ସରକାରଙ୍କ ଏହି ପଦକ୍ଷେପ ଅନୁସାରେ, ୨୦୨୫ ମସିହା ଜୁନ ମାସ ସୁଦ୍ଧା ଯେଉଁ ବରିଷ୍ଠ ନାଗରିକମାନଙ୍କର ବୟସ ୮୦ ବର୍ଷ ଅତିକ୍ରମ କରିଥିବ ସେମାନଙ୍କୁ ସରକାର ଏଣିକି ୩୫୦୦ ଟଙ୍କା ଭତ୍ତା ଦେବେ। ଏନେଇ ସମସ୍ତ ଡିଏସଏସଓଏସଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ଏହି ଯୋଜନା ଦ୍ବାରା ରାଜ୍ୟର ୪ ଲକ୍ଷ ୧୭ ହଜାର ୪୯୬ ଜଣ ହିତାଧିକାରୀ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ଦିବ୍ୟାଙ୍ଗ ବରିଷ୍ଠ ନାଗରିକ
Share. Facebook Twitter LinkedIn Email WhatsApp Copy Link

Related Posts

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Latest News

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.