Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁକ୍ତ ଦୁଇ ଫଳାଫଳ ଘୋଷଣା କଲା ସିଏଚ୍‌ଏସ୍‌ଇ: ପୁଣି ଏଥର ବାଜି ମାରିଲେ ଝିଅ, ମୋଟ ପାସହାର କେତେ?
ଆଜିର ଖବର

ଯୁକ୍ତ ଦୁଇ ଫଳାଫଳ ଘୋଷଣା କଲା ସିଏଚ୍‌ଏସ୍‌ଇ: ପୁଣି ଏଥର ବାଜି ମାରିଲେ ଝିଅ, ମୋଟ ପାସହାର କେତେ?

May 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ବହୁ ଦିନ ପ୍ରତୀକ୍ଷାର ଆଜି ଅନ୍ତ ଘଟିଛି। ଆଜି ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଛି। ଆଜି ଅପରାହ୍ନରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ପରୀକ୍ଷା ଫଳ ଘୋଷଣା କରାଯାଇଛି। ଆଜି କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି। ତେବେ ଚଳିତ ବର୍ଷ ମୋଟ ପାସହାର ୮୨.୭୭ ପ୍ରତିଶତ ରହିଛି। ପୁଅଙ୍କ ତୁଳନାରେ ଝିଅଙ୍କ ପାସହାର ଅଧିକ ରହିଛି।

କଳାରେ ପାସହାର ୮୦.୫୧ ପ୍ରତିଶତ ରହିଛି। ସେହିପରି ବିଜ୍ଞାନରେ ପାସହାର ୮୭.୪୯% ରହିଥିବାବେଳେ ବାଣିଜ୍ୟରେ ୮୩.୦୨% ଓ ଧନ୍ଦାମୂଳକରେ ପାସହାର ୬୦% ରହିଛି। ପରୀକ୍ଷାର୍ଥୀମାନେ ସେମାନଙ୍କ ପରୀକ୍ଷା ଫଳ https://results.odisha.gov.in ଏବଂ https://results.digilocker.gov.in‌ ୱେବସାଇଟ୍‌ରେ ଜାଣିପାରିବେ।

ଉଭୟ ରେଗୁଲାର୍‌ ଓ ଏକ୍ସ-ରେଗୁଲାର୍‌ ବର୍ଗରେ ମୋଟ୍‌ ୩ଲକ୍ଷ ୯୩ ହଜାର ୬୧୮ ପିଲା ପରୀକ୍ଷା ଦେଇଥିଲେ। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧ ଜଣ ପିଲା ଥିବା ବେଳେ ବିଜ୍ଞାନରେ ୧ଲକ୍ଷ ୧୪ହଜାର ୯୮୦, ବାଣିଜ୍ୟରେ ୨୫ହଜାର ୫୨୬ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୭୨୧ ଜଣ ପିଲା ରହିଛନ୍ତି।

ସିଏଚ୍‌ଏସ୍‌ଇ
Share. Facebook Twitter LinkedIn Email WhatsApp Copy Link

Related Posts

ଫାଇନାଲରେ ସ୍ଥାନ ସୁରକ୍ଷିତ କଲା ଭାରତ: କର ବା ମର ପରିସ୍ଥିତିରେ ଆଫଗାନିସ୍ତାନ-ଶ୍ରୀଲଙ୍କା

June 18, 2026

ଜାତୀୟ ରାଜପଥରେ ଦୁଇ ପୃଥକ ସଡ଼କ ଦୁର୍ଘଟଣା; ଦୁଇ ଜଣଙ୍କ ମୃତ୍ୟୁ

June 18, 2026

ଶିବସେନା (ୟୁବିଟି)ରେ ଫାଟ, ଓୱେସିଙ୍କ କଟାକ୍ଷ – ‘ଶିକାରୀ ନୂଆ, ଜାଲ ପୁରୁଣା’

June 18, 2026

ପୂର୍ବ ଶତ୍ରୁତାର କରୁଣ ପରିଣତି: ଭୁଜାଲି ଆକ୍ରମଣରେ ୱାର୍ଡ ସଭ୍ୟ ମୃତ, ଜଣେ ଗୁରୁତର

June 18, 2026
Latest News

ଫାଇନାଲରେ ସ୍ଥାନ ସୁରକ୍ଷିତ କଲା ଭାରତ: କର ବା ମର ପରିସ୍ଥିତିରେ ଆଫଗାନିସ୍ତାନ-ଶ୍ରୀଲଙ୍କା

June 18, 2026

ଜାତୀୟ ରାଜପଥରେ ଦୁଇ ପୃଥକ ସଡ଼କ ଦୁର୍ଘଟଣା; ଦୁଇ ଜଣଙ୍କ ମୃତ୍ୟୁ

June 18, 2026

ଶିବସେନା (ୟୁବିଟି)ରେ ଫାଟ, ଓୱେସିଙ୍କ କଟାକ୍ଷ – ‘ଶିକାରୀ ନୂଆ, ଜାଲ ପୁରୁଣା’

June 18, 2026

ପୂର୍ବ ଶତ୍ରୁତାର କରୁଣ ପରିଣତି: ଭୁଜାଲି ଆକ୍ରମଣରେ ୱାର୍ଡ ସଭ୍ୟ ମୃତ, ଜଣେ ଗୁରୁତର

June 18, 2026

ଆମେରିକା-ଇରାନ ମଧ୍ୟରେ ୧୪-ସୂତ୍ରୀ ଚୁକ୍ତି; ହର୍ମୁଜ୍ ପ୍ରଣାଳୀ ପୁନଃ ଖୋଲିବାକୁ ସମ୍ମତି

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.