Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୦୨୬ ମସିହା ମାର୍ଚ୍ଚ ୩୧ ପୂର୍ବରୁ ନକ୍ସଲବାଦର ମୂଳୋତ୍ପାଟନ କରିବା ଲାଗି ସଂକଳ୍ପବଦ୍ଧ ମୋଦୀ ସରକାର: ଅମିତ ଶାହ
ଆଜିର ଖବର

୨୦୨୬ ମସିହା ମାର୍ଚ୍ଚ ୩୧ ପୂର୍ବରୁ ନକ୍ସଲବାଦର ମୂଳୋତ୍ପାଟନ କରିବା ଲାଗି ସଂକଳ୍ପବଦ୍ଧ ମୋଦୀ ସରକାର: ଅମିତ ଶାହ

May 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଆଜି କହିଛନ୍ତି ଯେ, ଛତିଶଗଡ଼ର ନାରାୟଣପୁରରେ ଏକ ଅପରେସନରେ ସୁରକ୍ଷା ବାହିନୀ ସିପିଆଇ-ମାଓବାଦୀଙ୍କ ସାଧାରଣ ସମ୍ପାଦକ ନାମ୍ବାଲା କେଶବ ରାଓ ଓରଫ ବାସବରାଜୁଙ୍କ ସମେତ ୨୭ ଜଣ ଦୁର୍ଦାନ୍ତ ମାଓବାଦୀଙ୍କୁ ନିହତ କରିଛନ୍ତି। ଏହି ବଡ଼ ସଫଳତା ପାଇଁ ସ୍ୱରାଷ୍ଟ୍ର ମନ୍ତ୍ରୀ ସାହସୀ ସୁରକ୍ଷା ବାହିନୀ ଏବଂ ଏଜେନ୍ସିଗୁଡ଼ିକୁ ପ୍ରଶଂସା କରିଥିଲେ।

ଏକ୍ସ ରେ ଏକ ପୋଷ୍ଟରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ କହିଛନ୍ତି, “ନକ୍ସଲବାଦର ମୂଳୋତ୍ପାଟନ ପାଇଁ ଲଢ଼େଇରେ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା। ଆଜି, ଛତିଶଗଡ଼ର ନାରାୟଣପୁରରେ ଏକ ଅପରେସନରେ, ଆମର ସୁରକ୍ଷା ବାହିନୀ ୨୭ ଜଣ ଦୁର୍ଦାନ୍ତ ମାଓବାଦୀଙ୍କୁ ନିହତ କରିଛନ୍ତି, ଯେଉଁଥିରେ ସିପିଆଇ-ମାଓବାଦୀର ସାଧାରଣ ସମ୍ପାଦକ, ସର୍ବୋଚ୍ଚ ନେତା ତଥା ନକ୍ସଲ ଆନ୍ଦୋଳନର ମେରୁଦଣ୍ଡ ନାମ୍ବାଲା କେଶବ ରାଓ ଓରଫ ବାସବରାଜୁ ମଧ୍ୟ ସାମିଲ ଅଛନ୍ତି।

ତିନି ଦଶନ୍ଧି ଧରି ଚାଲିଥିବା ଭାରତର ନକ୍ସଲବାଦ ବିରୋଧୀ ଲଢ଼େଇରେ ପ୍ରଥମ ଥର ପାଇଁ ଆମ ସେନା ଦ୍ୱାରା ଜଣେ ସାଧାରଣ ସମ୍ପାଦକ ପାହ୍ୟାର ନେତାଙ୍କୁ ନିହତ କରାଯାଇଛି। ଏହି ବଡ଼ ସଫଳତା ପାଇଁ ମୁଁ ଆମର ସାହସୀ ସୁରକ୍ଷା ବାହିନୀ ଏବଂ ଏଜେନ୍ସିମାନଙ୍କୁ ପ୍ରଶଂସା କରୁଛି। ଏହା ମଧ୍ୟ ଜଣାଇ ଖୁସି ଯେ ଅପରେସନ୍ ବ୍ଲାକ୍ ଫରେଷ୍ଟ ସମାପ୍ତ ହେବା ପରେ ଛତିଶଗଡ଼, ତେଲେଙ୍ଗାନା ଏବଂ ମହାରାଷ୍ଟ୍ରରେ ୫୪ ଜଣ ନକ୍ସଲଙ୍କୁ ଗିରଫ କରାଯାଇଛି ଏବଂ ୮୪ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ମୋଦୀ ସରକାର ୨୦୨୬ ମସିହା ମାର୍ଚ୍ଚ ୩୧ ତାରିଖ ପୂର୍ବରୁ ନକ୍ସଲବାଦକୁ ମୂଳପୋଛ କରିବାକୁ ସଂକଳ୍ପବଦ୍ଧ।

ଅମିତ ଶାହ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଛତିଶଗଡ ମୋଦୀ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026
Latest News

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.