Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଣଗାନ୍ଧୀ ନେତୃତ୍ବରେ 24 ଘଣ୍ଟାରେ ବିଭାଜିତ ହୋଇଯିବ କଂଗ୍ରେସ : ନଟବର ସିଂହ
ଆଜିର ଖବର

ଅଣଗାନ୍ଧୀ ନେତୃତ୍ବରେ 24 ଘଣ୍ଟାରେ ବିଭାଜିତ ହୋଇଯିବ କଂଗ୍ରେସ : ନଟବର ସିଂହ

July 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଣଗାନ୍ଧୀ ନେତୃତ୍ବରେ କଂଗ୍ରେସ 24 ଘଣ୍ଟା ତିଷ୍ଠି ପାରିବ ନାହିଁ ବୋଲି ମତ ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ନଟବର ସିଂ । କଂଗ୍ରେସର ସଭାପତି ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ପ୍ରଦାନ କରିବା ପରେ ଗାନ୍ଧୀ ପରିବାରର କୌଣସି ବ୍ୟକ୍ତି କଂଗ୍ରେସର ନେତୃତ୍ବ ନେବେ ନାହିଁ ବୋଲି ସ୍ପଷ୍ଟ କରିଥିଲେ । ଏହାପରେ ରାହୁଲଙ୍କ ଇସ୍ତଫାକୁ ବିରୋଧ କରାଯାଇଥିଲେ ମଧ୍ୟ ରାହୁଲ ନିଜ ନିଷ୍ପତ୍ତିରେ ଅଟଳ ରହିଥିଲେ । ରାହୁଲଙ୍କ ପରେ ଯଦି କଂଗ୍ରେସର ନେତୃତ୍ବ କୌଣସି ଅଣଗାନ୍ଧୀଙ୍କ ହାତକୁ ଯାଏ ତେବେ 134 ବର୍ଷର ଏହି ଦଳ ବିଖଣ୍ଡିତ ହୋଇଯିବ ବୋଲି ନଟବର କହିଛନ୍ତି । ରାହୁଲଙ୍କ ପରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ନାମ ସମ୍ମୁଖକୁ ଆସିଥିଲା । ପ୍ରିୟଙ୍କା ବର୍ତ୍ତମାନ କଂଗ୍ରେସର ମହାସଚିବ ରହିଥିବା ବେଳେ ଉତ୍ତରପ୍ରଦେଶ ସୋନଭଦ୍ରାରେ ଚାଷୀଙ୍କ ପାଇଁ ଆନ୍ଦୋଳନ କରୁଛନ୍ତି । ପ୍ରିୟଙ୍କା ସର୍ବଦା ପଛରେ ରହିଥିଲେ ମଧ୍ୟ ଦଳର ନେତୃତ୍ବ ନେବାର ସମ୍ପୂର୍ଣ୍ଣ କ୍ଷମତା ତାଙ୍କ ନିକଟରେ ରହିଛି ବୋଲି ନଟବର କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026

୫୬ ବର୍ଷର ହେଲେ ରାହୁଲ ଗାନ୍ଧୀ: ଜନ୍ମଦିନର ବିଶେଷ ଶୁଭେଚ୍ଛା ପ୍ରଧାନମନ୍ତ୍ରୀ ମୋଦୀ 

June 19, 2026
Latest News

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

June 19, 2026

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

ଆମେରିକା-ଚୀନ୍-କେନ୍ଦ୍ରିକ “G2” ବ୍ୟବସ୍ଥାକୁ କଡ଼ା ବିରୋଧ କଲେ ଜନ୍ ବୋଲ୍ଟନ୍: ଟ୍ରମ୍ଫଙ୍କୁ ଦେଲେ ଚେତାବନୀ

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.