Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଣଗାନ୍ଧୀ ନେତୃତ୍ବରେ 24 ଘଣ୍ଟାରେ ବିଭାଜିତ ହୋଇଯିବ କଂଗ୍ରେସ : ନଟବର ସିଂହ
ଆଜିର ଖବର

ଅଣଗାନ୍ଧୀ ନେତୃତ୍ବରେ 24 ଘଣ୍ଟାରେ ବିଭାଜିତ ହୋଇଯିବ କଂଗ୍ରେସ : ନଟବର ସିଂହ

July 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଣଗାନ୍ଧୀ ନେତୃତ୍ବରେ କଂଗ୍ରେସ 24 ଘଣ୍ଟା ତିଷ୍ଠି ପାରିବ ନାହିଁ ବୋଲି ମତ ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ନଟବର ସିଂ । କଂଗ୍ରେସର ସଭାପତି ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ପ୍ରଦାନ କରିବା ପରେ ଗାନ୍ଧୀ ପରିବାରର କୌଣସି ବ୍ୟକ୍ତି କଂଗ୍ରେସର ନେତୃତ୍ବ ନେବେ ନାହିଁ ବୋଲି ସ୍ପଷ୍ଟ କରିଥିଲେ । ଏହାପରେ ରାହୁଲଙ୍କ ଇସ୍ତଫାକୁ ବିରୋଧ କରାଯାଇଥିଲେ ମଧ୍ୟ ରାହୁଲ ନିଜ ନିଷ୍ପତ୍ତିରେ ଅଟଳ ରହିଥିଲେ । ରାହୁଲଙ୍କ ପରେ ଯଦି କଂଗ୍ରେସର ନେତୃତ୍ବ କୌଣସି ଅଣଗାନ୍ଧୀଙ୍କ ହାତକୁ ଯାଏ ତେବେ 134 ବର୍ଷର ଏହି ଦଳ ବିଖଣ୍ଡିତ ହୋଇଯିବ ବୋଲି ନଟବର କହିଛନ୍ତି । ରାହୁଲଙ୍କ ପରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ନାମ ସମ୍ମୁଖକୁ ଆସିଥିଲା । ପ୍ରିୟଙ୍କା ବର୍ତ୍ତମାନ କଂଗ୍ରେସର ମହାସଚିବ ରହିଥିବା ବେଳେ ଉତ୍ତରପ୍ରଦେଶ ସୋନଭଦ୍ରାରେ ଚାଷୀଙ୍କ ପାଇଁ ଆନ୍ଦୋଳନ କରୁଛନ୍ତି । ପ୍ରିୟଙ୍କା ସର୍ବଦା ପଛରେ ରହିଥିଲେ ମଧ୍ୟ ଦଳର ନେତୃତ୍ବ ନେବାର ସମ୍ପୂର୍ଣ୍ଣ କ୍ଷମତା ତାଙ୍କ ନିକଟରେ ରହିଛି ବୋଲି ନଟବର କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025

ମୋଟରସାଇକେଲ ଧକ୍କାରେ ବୃଦ୍ଧ ଓ ଚାଳକର ମୃତ୍ୟୁ

November 9, 2025
Latest News

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.