Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାବାଳିକା ଅପହରଣ ମାମଲା: ଅଭିଯୁକ୍ତ ଯୁବକକୁ ବାନ୍ଧିଲା ପୋଲିସ
ଆଜିର ଖବର

ନାବାଳିକା ଅପହରଣ ମାମଲା: ଅଭିଯୁକ୍ତ ଯୁବକକୁ ବାନ୍ଧିଲା ପୋଲିସ

May 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଗପହଣ୍ଡି ଥାନା
ଟ୍ରକ୍ ଧକ୍କାରେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ଅଞ୍ଚଳର ଜନୈକା ନାବାଳିକା ସହ ନିକଟସ୍ଥ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁ ନାମକ ଜଣେ ଯୁବକଙ୍କ ପ୍ରେମ ସମ୍ପର୍କ ରହିଥିଲା। ଗତ କିଛି ଦିନ ତଳେ ଯୁବକ ଜଣକ ଉକ୍ତ ନାବାଳିକାକୁ ବିବାହର ପ୍ରଲୋଭନ ଦେଖାଇ କନ୍ଧମାଳ ଜିଲ୍ଲା ବାଲିଗୁଡା ନେଇ ଗୋଟିଏ ଭଙ୍ଗା ଘରେ ରଖି ଦୁଷ୍କର୍ମ କରିଥିଲା। ଏହି ଭଳି ପରିସ୍ଥିତିରେ ନାବାଳିକା ଜଣକ ଆପତ୍ତି କରିବାରୁ ଯୁବକ ଜଣକ ନାବାଳିକାକୁ ସେଠାରେ ଛାଡି ଫେରାର ହୋଇଯାଇଥିଲା।

ସେପଟେ ନାବାଳିକା ଝିଅର ସନ୍ଧାନ ନମିଳିବାରୁ ବାପା ଗତ ରବିବାର ଦିନ ଦିଗପହଣ୍ଡି ଥାନା ରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ମାମଲା ନଂ ୧୭୬/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିବା ବେଳେ ତଦନ୍ତ ଅଧିକାରୀ ଏସ୍ ଆଇ ସୋଫିଆ ମିଶ୍ର କୌଣସି ସୁତ୍ରରୁ ଖବର ପାଇ ଶେରଗଡ଼ ବସଷ୍ଟାଣ୍ଡରେ ବୁଲୁଥିବା ଅବସ୍ଥାରେ ନାବାଳିକାକୁ ଧରିଥିଲେ। ନାବାଳିକାକୁ ଜେରା କରିବା ପରେ ପୋଲିସ ଘଟଣା ବିଷୟରେ ଜାଣିପାରିଥିଲା ଓ ଅଭିଯୁକ୍ତ ଚନ୍ଦନକୁ ତା’ର ଗାଁ ସାହାପୁରସ୍ଥିତ ବାସଭବନରୁ ଉଠାଇ ଆଣିଥିଲା। ଉଭୟଙ୍କୁ ଡ଼ାକ୍ତରୀ ମାଇନା କରି ଅଭିଯୁକ୍ତକୁ ଭାରତୀୟ ନ୍ୟାୟ ସଂହିତା ର ବିଭିନ୍ନ ଦଫାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

ଅପହରଣ ମାମଲା ଦିଗପହଣ୍ଡି ବିବାହର ପ୍ରଲୋଭନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026
Latest News

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.