Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜୁ ଜନତା ଦଳ କଲା ବଡ ଘୋଷଣା, ସାତ ଜଣଙ୍କୁ ଦିଆଗଲା ନୂଆ ଦାୟିତ୍ବ
ଆଜିର ଖବର

ବିଜୁ ଜନତା ଦଳ କଲା ବଡ ଘୋଷଣା, ସାତ ଜଣଙ୍କୁ ଦିଆଗଲା ନୂଆ ଦାୟିତ୍ବ

May 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜୁ ଜନତା ଦଳ କଲା ବଡ ଘୋଷଣା, ସାତ ଜଣଙ୍କୁ ଦିଆଗଲା ନୂଆ ଦାୟିତ୍ବ

ଭୁବନେଶ୍ବର: ବିଜୁ ଜନତା ଦଳ ଆଜି ଏକ ବଡ ଘୋଷଣା କରିଛି। ଏଥିରେ ଦଳ ନୂଆ ଶୃଙ୍ଖଳା କମିଟ ଗଠନ କରିଛି। ଯେଉଁମାନେ ଦଳ ବିରୋଧୀ କାର୍ଯ୍ୟ କରିବେ ସେମାନଙ୍କୁ ଏହି କମିଟ ନିଲମ୍ବନ କିମ୍ବା ବହିସ୍କାର କରିବାକୁ ନିଷ୍ପତି ଗ୍ରହଣ କରିବେ। ତେବେ ଏହି କମିଟରେ ଯେଉଁମାନେ ଅଛନ୍ତି ସେମାନେ ହେଲେ

1- ଦେବୀ ପ୍ରସାଦ ମିଶ୍ର

2- ପ୍ରଦୀପ କୁମାର ଅମାତ

3-ଚନ୍ଦ୍ର ଶେଖର ସାହୁ

4- ରାଜଶ୍ରୀ ମଲ୍ଲିକ

5-ସାରଦା ପ୍ରସନ୍ନ ଜେନା

6- ଶର୍ମିଷ୍ଠା ସେଠୀ

7-ଲୋପାମୁଦ୍ରା ବକ୍ସିପାତ୍ର

ଆଜି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ଏହି ବିଜ୍ଞପ୍ତି ପ୍ରକାଶ କରାଯାଇଛି।

Biju Janata Dal BJD ଦେବୀ ପ୍ରସାଦ ମିଶ୍ର ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026

ଶଶୁର ଉପରକୁ ଗରମ ତେଲ ଫିଙ୍ଗିଲା ବୋହୁ

May 18, 2026
Latest News

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରୱେର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

May 18, 2026

ସ୍ୱିଡେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.