Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିବ୍ୟାଙ୍ଗଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଆବାସିକ ଯୋଜନାରେ ୪% ସଂରକ୍ଷଣ
ଆଜିର ଖବର

ଦିବ୍ୟାଙ୍ଗଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଆବାସିକ ଯୋଜନାରେ ୪% ସଂରକ୍ଷଣ

May 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ସବକା ସାଥ, ସବକା ବିକାଶ ଦୃଷ୍ଟିକୋଣରୁ ପ୍ରେରଣା ନେଇ ଏବଂ ସୁଗମ୍ୟ ଭାରତ ଅଭିଯାନ ଅଧୀନରେ ସମସ୍ତ ନାଗରିକଙ୍କ ପାଇଁ ସମାନ ସୁଯୋଗ ସୃଷ୍ଟି ପ୍ରତି ଥିବା ପ୍ରତିବଦ୍ଧତା ଅନୁସାରେ କେନ୍ଦ୍ର ଗୃହ ଏବଂ ନଗର ବ୍ୟାପାର ମନ୍ତ୍ରୀ ମନୋହର ଲାଲ ସମାବେଶୀ ବିକାଶ ଦିଗରେ ଏକ ଐତିହାସିକ ପଦକ୍ଷେପ  ନେଇଛନ୍ତି।

ଏହି ପଦକ୍ଷେପ ଅନୁସାରେ କେନ୍ଦ୍ର ସରକାରଙ୍କ ଆବାସ ଆବଣ୍ଟନ ଯୋଜନାରେ ଏଣିକି ୪% ଗୃହ ଦିବ୍ୟାଙ୍ଗ ଆବେଦନକାରୀମାନଙ୍କ ପାଇଁ ସଂରକ୍ଷିତ ରହିବ। ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କୁ ସମାନତା, ମର୍ଯ୍ୟାଦା ପ୍ରଦାନ ତଥା ସାର୍ବଜନୀନ ସେବା ପହଞ୍ଚାଇବା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଗ୍ରହଣ କରାଯାଇଛି।

ଏହା ପୂର୍ବରୁ ଭିନ୍ନକ୍ଷମ ବ୍ୟକ୍ତିଙ୍କ ଅଧିକାର (ଆରପିଡବ୍ଲୁଡି) ଆଇନ, ୨୦୧୬ ସହିତ ସମନ୍ୱୟ ରଖି, ଇଷ୍ଟେଟ୍‍ ନିର୍ଦ୍ଦେଶାଳୟ ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଆବାସିକ ଯୋଜନାରେ ନ୍ୟାୟପୂର୍ଣ୍ଣ ପ୍ରବେଶ ସୁନିଶ୍ଚିତ କରିବା ପାଇଁ ଏକ ଅଫିସ ମେମୋରାଣ୍ଡମ ଜାରି କରିଛନ୍ତି।

ଏହିସବୁ ପଦକ୍ଷେପ ପ୍ରତ୍ୟେକ ନାଗରିକଙ୍କ ସଶକ୍ତିକରଣ ପ୍ରତି ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରତିଫଳିତ କରିବା ସହ ଏକ ସମାବେଶୀ ଏବଂ ସୁଗମ ଭାରତର ମୂଳଦୁଆକୁ ମଧ୍ୟ ସୁଦୃଢ଼ ​​କରିବ।

ଦିବ୍ୟାଙ୍ଗ ମନୋହର ଲାଲ
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

‘ଟ୍ରମ୍ପଙ୍କ ସହ ଆଠ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’: ଆମେରିକାର ଦାବିର ଜବାବ ଦେଲା ଭାରତ

January 9, 2026
Latest News

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

‘ଟ୍ରମ୍ପଙ୍କ ସହ ଆଠ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’: ଆମେରିକାର ଦାବିର ଜବାବ ଦେଲା ଭାରତ

January 9, 2026

ବାଲୁଗାଁ କଲେଜରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.