Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ଣ୍ଣାଟକ ଆସ୍ଥା ଭୋଟ ପ୍ରସଙ୍ଗ : ତୁରନ୍ତ ଶୁଣାଣି ପାଇଁ ସୁପ୍ରିମକୋର୍ଟଙ୍କ ନା
ଆଜିର ଖବର

କର୍ଣ୍ଣାଟକ ଆସ୍ଥା ଭୋଟ ପ୍ରସଙ୍ଗ : ତୁରନ୍ତ ଶୁଣାଣି ପାଇଁ ସୁପ୍ରିମକୋର୍ଟଙ୍କ ନା

July 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କର୍ଣ୍ଣାଟକ ରାଜନୀତି ଡ୍ରାମା ଥମିବାର କୌଣସି ନାମ ନେଉନାହିଁ । ବାଚସ୍ପତିଙ୍କୁ ଆସ୍ଥା ଭୋଟ ପାଇଁ ନିର୍ଦ୍ଦେଶ ଦେବାକୁ ଦୁଇ ସ୍ବାଧୀନ ବିଧାୟକ ସୁପ୍ରିମକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମାତ୍ର ଉଭୟ ବିଧାୟକଙ୍କ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଏହି ମାମଲାର ତ୍ବରିତ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ମନା କରିବା ସହିତ ବିଧାନସଭା ସମ୍ପର୍କରେ ନିଷ୍ପତ୍ତି ନେବାର ଅଧିକାର ବାଚସ୍ପତିଙ୍କର ଏବଂ କୋର୍ଟ ଆସ୍ଥା ଭୋଟ ପାଇଁ ବାଚସ୍ପତିଙ୍କୁ ନିର୍ଦ୍ଦେଶ ଦେଇ ପାରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି । ଏହା ସହିତ ବିଦ୍ରୋହୀ ବିଧାୟକ ମାନଙ୍କୁ ବାଚସ୍ପତି କେ ଆର ରମେଶ ନୋଟିସ୍‌ ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ ଯେ, 15 ଜଣ କଂଗ୍ରେସ – ଜେଡିୟୁ ବିଧାୟକ ଏବଂ ଜଣେ ସ୍ବାଧୀନ ବିଧାୟକଙ୍କ ସମର୍ଥନ ପ୍ରତ୍ୟାହାର ପରେ କୁମାରସ୍ବାମୀ ସରକାର ସଂଖ୍ୟାଲଘୁ ହୋଇପଡିଛି । ରାଜ୍ୟପାଳଙ୍କ ନିର୍ଦ୍ଦେଶ ପରେ ମଧ୍ୟ ବାଚସ୍ପତି ଆସ୍ଥା ଭୋଟ ଗ୍ରହଣ କରୁ ନାହାନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026

ଓୟୁଏସ୍‌ଏସ୍‌ଏସ୍‌ସି ପାଇଁ ୭୨ଟି ନୂତନ ପଦବୀ

April 15, 2026

ଜୟଶ୍ରୀରାମ କୁହନ୍ତୁ: ଚିକିତ୍ସାରେ ରିହାତି ପାଆନ୍ତୁ

April 15, 2026
Latest News

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026

ଓୟୁଏସ୍‌ଏସ୍‌ଏସ୍‌ସି ପାଇଁ ୭୨ଟି ନୂତନ ପଦବୀ

April 15, 2026

ଜୟଶ୍ରୀରାମ କୁହନ୍ତୁ: ଚିକିତ୍ସାରେ ରିହାତି ପାଆନ୍ତୁ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.