Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ଣ୍ଣାଟକ ଆସ୍ଥା ଭୋଟ ପ୍ରସଙ୍ଗ : ତୁରନ୍ତ ଶୁଣାଣି ପାଇଁ ସୁପ୍ରିମକୋର୍ଟଙ୍କ ନା
ଆଜିର ଖବର

କର୍ଣ୍ଣାଟକ ଆସ୍ଥା ଭୋଟ ପ୍ରସଙ୍ଗ : ତୁରନ୍ତ ଶୁଣାଣି ପାଇଁ ସୁପ୍ରିମକୋର୍ଟଙ୍କ ନା

July 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କର୍ଣ୍ଣାଟକ ରାଜନୀତି ଡ୍ରାମା ଥମିବାର କୌଣସି ନାମ ନେଉନାହିଁ । ବାଚସ୍ପତିଙ୍କୁ ଆସ୍ଥା ଭୋଟ ପାଇଁ ନିର୍ଦ୍ଦେଶ ଦେବାକୁ ଦୁଇ ସ୍ବାଧୀନ ବିଧାୟକ ସୁପ୍ରିମକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମାତ୍ର ଉଭୟ ବିଧାୟକଙ୍କ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଏହି ମାମଲାର ତ୍ବରିତ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ମନା କରିବା ସହିତ ବିଧାନସଭା ସମ୍ପର୍କରେ ନିଷ୍ପତ୍ତି ନେବାର ଅଧିକାର ବାଚସ୍ପତିଙ୍କର ଏବଂ କୋର୍ଟ ଆସ୍ଥା ଭୋଟ ପାଇଁ ବାଚସ୍ପତିଙ୍କୁ ନିର୍ଦ୍ଦେଶ ଦେଇ ପାରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି । ଏହା ସହିତ ବିଦ୍ରୋହୀ ବିଧାୟକ ମାନଙ୍କୁ ବାଚସ୍ପତି କେ ଆର ରମେଶ ନୋଟିସ୍‌ ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ ଯେ, 15 ଜଣ କଂଗ୍ରେସ – ଜେଡିୟୁ ବିଧାୟକ ଏବଂ ଜଣେ ସ୍ବାଧୀନ ବିଧାୟକଙ୍କ ସମର୍ଥନ ପ୍ରତ୍ୟାହାର ପରେ କୁମାରସ୍ବାମୀ ସରକାର ସଂଖ୍ୟାଲଘୁ ହୋଇପଡିଛି । ରାଜ୍ୟପାଳଙ୍କ ନିର୍ଦ୍ଦେଶ ପରେ ମଧ୍ୟ ବାଚସ୍ପତି ଆସ୍ଥା ଭୋଟ ଗ୍ରହଣ କରୁ ନାହାନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025

ମୋଟରସାଇକେଲ ଧକ୍କାରେ ବୃଦ୍ଧ ଓ ଚାଳକର ମୃତ୍ୟୁ

November 9, 2025
Latest News

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.