Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଇଁକୁ ଆକ୍ରମଣ ମାମଲା: ପୋଲିସ୍ କବଜାରେ ଅଭିଯୁକ୍ତ ଭଣଜା
ଆଜିର ଖବର

ମାଇଁକୁ ଆକ୍ରମଣ ମାମଲା: ପୋଲିସ୍ କବଜାରେ ଅଭିଯୁକ୍ତ ଭଣଜା

May 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦର ଚୌଧୁରୀ): ମାଇଁକୁ ଆକ୍ରମଣ ମାମଲାରେ ଅଭିଯୁକ୍ତ ଭଣଜାଙ୍କୁ ପୋଲିସ୍ ଗିରଫ କରିଛି। ଗତ ଦୁଇଦିନ ପୁର୍ବେ ଘଟିଥିବା ଗୁଳିକାଣ୍ଡରେ ଗୁରୁତର ଆହତ ଭବାନୀ ରାଉତ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନା ଆଇସିୟୁ ରେ ଚିକିତ୍ସିତ ହେଉଥିବା ବେଳେ କୋଦଳା ପୋଲିସ ଛାନଭିନ୍ କରି ଶେଷରେ ଆକ୍ରମଣକାରୀ ସମ୍ପର୍କୀୟ ଭଣଜା ସୁରେଶ ପ୍ରଧାନକୁ ଗିରଫ କରିଛି। ଅଭିଯୁକ୍ତଜଣଙ୍କ ନିକଟସ୍ଥ ଛୁଞ୍ଚିପଡା ଜଙ୍ଗଲରେ ଲୁଚିରହିଥିବା ବେଳେ କାବୁ କରି ଥାନାରେ ରଖି ଜେରା କରାଯାଉଛି।

ସେ ଗୁଳି କରିଥିବା ବନ୍ଧୁକ କୁ ଗାଁ ଶେଷ କୁଅଁରେ ପକାଇ ଦେଇଛି ବୋଲି କହିବା ପରେ କୋଦଳା ପୋଲିସ, ପୁରୁଷୋତ୍ତମ ପୁର ଏସ୍ ଡି ପି ଓ ଦୀପକ ମିଶ୍ର ପ୍ରମୁଖ ଅଗ୍ନିଶମ ବିଭାଗ ସହାୟତାରେ ବନ୍ଧୁକ ଉଦ୍ଧାର ପାଇଁ ଚେଷ୍ଟା କରୁଛନ୍ତି। ଅଭିଯୁକ୍ତ ସୁରେଶକୁ ଘଟଣା ବିଷୟରେ ଜେରା କରିବା ପରେ କୋର୍ଟ ଚାଲାଣ କରାଯିବ ବୋଲି ଜଣାପଡିଛି।

କୋଦଳା ପୋଲିସ ଗୁଳିକାଣ୍ଡ ମାଇଁକୁ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ଖୁବ ଶୀଘ୍ର ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି

August 18, 2025

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 18, 2025

ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

August 18, 2025

ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ: ପଢନ୍ତୁ ତାଲିକା

August 18, 2025
Latest News

ରାଜ୍ୟରେ ଖୁବ ଶୀଘ୍ର ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି

August 18, 2025

ଶାହାଙ୍କୁ ଭେଟିଲେ ସାମଲ, ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା

August 18, 2025

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 18, 2025

ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

August 18, 2025

ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ: ପଢନ୍ତୁ ତାଲିକା

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.