Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମା’-ଝିଅଙ୍କୁ ଯୌନ ଶୋଷଣ ମାମଲାରେ ସାରଥିଙ୍କୁ ଜାମିନ
ଆଜିର ଖବର

ମା’-ଝିଅଙ୍କୁ ଯୌନ ଶୋଷଣ ମାମଲାରେ ସାରଥିଙ୍କୁ ଜାମିନ

July 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସନ୍ତୋଷ ରାଉଳ ଓରଫ ସାରଥି ବାବାଙ୍କୁ ହାଇକୋର୍ଟରେ ଜାମିନ ମିଳିଛି । ଗତ ସପ୍ତାହରୁ ଜାମିନ ଆବେଦନର ରାୟ ସଂରକ୍ଷିତ ରଖିଥିଲେ କୋର୍ଟ । ବାରିମୂଳ ଆଶ୍ରମରେ ମାଆ-ଝିଅଙ୍କୁ ଯୌନ ଶୋଷଣ ମାମଲାରେ ସନ୍ତୋଷ ରାଉଳ ଓରଫ ସାରଥୀଙ୍କୁ ଜାମିନ ମିଳିଛି । 2 ଲକ୍ଷ ଟଙ୍କା ଏବଂ 2 ଜଣ ଜାମିନଦାରଙ୍କ ବଦଳରେ ତାଙ୍କୁ ମିଳିଛି । ଏହା ପୂର୍ବରୁ 2ଟି ମାମଲାରେ ସନ୍ତୋଷ ରାଉଳଙ୍କୁ ଜାମିନ ମିଳି ସାରିଥିଲା । 4 ବର୍ଷ ଧରି କଟକର ଚୌଦ୍ବାର ଜେଲ୍‌ରେ ଅଛନ୍ତି ସାରଥି । 2015 ଅଗଷ୍ଟ 8ରେ ଗିରଫ ହୋଇଥିଲେ ସନ୍ତୋଷ ରାଉଳ ଓରଫ ସାରଥି ।

Share. Facebook Twitter LinkedIn Email WhatsApp Copy Link

Related Posts

୧୫ ବର୍ଷ ବୟସରେ ବିଶ୍ୱ ରେକର୍ଡ ସ୍ଥାପନ କଲେ ବୈଭବ ସୂର୍ଯ୍ୟବଂଶୀ

May 25, 2026

ଏକାଥରେ 67 ବିଇଓ ଙ୍କୁ ବଦଳି କଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଜାଣନ୍ତୁ କିଏ କେଉଁଠାକୁ ଗଲେ

May 25, 2026

ଭାଇରାଲ ଭିଡିଓ ମାମଲାରେ JDU ବିଧାୟକ ଅନନ୍ତ ସିଂହଙ୍କୁ ଗିରଫ କରାଯିବ କି?: ଆସିଲା ବଡ଼ ଅପଡେଟ୍

May 25, 2026

ଭୟରେ କମ୍ପିବେ ଶତ୍ରୁ ଦେଶ: ଭାରତ ଆସୁଛି ୧୧୪ଟି ରାଫେଲ ଯୁଦ୍ଧ ବିମାନ

May 25, 2026
Latest News

୧୫ ବର୍ଷ ବୟସରେ ବିଶ୍ୱ ରେକର୍ଡ ସ୍ଥାପନ କଲେ ବୈଭବ ସୂର୍ଯ୍ୟବଂଶୀ

May 25, 2026

ଏକାଥରେ 67 ବିଇଓ ଙ୍କୁ ବଦଳି କଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଜାଣନ୍ତୁ କିଏ କେଉଁଠାକୁ ଗଲେ

May 25, 2026

ଭାଇରାଲ ଭିଡିଓ ମାମଲାରେ JDU ବିଧାୟକ ଅନନ୍ତ ସିଂହଙ୍କୁ ଗିରଫ କରାଯିବ କି?: ଆସିଲା ବଡ଼ ଅପଡେଟ୍

May 25, 2026

ଦଳରୁ ଏବଂ ସାଂସଦ ପଦରୁ ଇସ୍ତଫା ଦେବା ପରେ ଏବେ କୁଆଡେ ଯିବେ ଦେବାଶିଷ ସାମନ୍ତରାୟ?

May 25, 2026

ଭୟରେ କମ୍ପିବେ ଶତ୍ରୁ ଦେଶ: ଭାରତ ଆସୁଛି ୧୧୪ଟି ରାଫେଲ ଯୁଦ୍ଧ ବିମାନ

May 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.