Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁରରେ ଦୁର୍ଗାପାଲି ରେଳବାଇ ଓଭରବ୍ରିଜର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ସମ୍ବଲପୁରରେ ଦୁର୍ଗାପାଲି ରେଳବାଇ ଓଭରବ୍ରିଜର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର: ସମ୍ବଲପୁର ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ୬୦ କୋଟି ୪୩ ଲକ୍ଷ ୭୮ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ଦୁର୍ଗାପାଲି ରେଳବାଇ ଓଭରବ୍ରିଜର ଉଦଘାଟନ କରିଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଏହି ଓଭରବ୍ରିଜ୍ ସମ୍ବଲପୁର ସହରକୁ ଅଧିକ ସୁନ୍ଦର ଓ ଆଧୁନିକ କରିବା ପାଇଁ ଏହା ଏକ ଭଲ ପଦକ୍ଷେପ। ଏହି ଦ୍ୱାରା ସ୍ଥାନୀୟ ଅଞ୍ଚଳରେ ଟ୍ରାଫିକ୍ ନିୟନ୍ତ୍ରଣ ହ୍ରାସ ହେବା ସହ ଜନସାଧାରଣଙ୍କ ଯାତାୟତ ସୁରକ୍ଷିତ ଓ ସୁଗମ ହେବ।

ଆଗାମୀ ଦିନରେ ଡବଲ ଇଞ୍ଜିନ ସରକାରରେ ସମ୍ବଲପୁର ସହରକୁ ଏକ ଶ୍ରୀମନ୍ତ ସହରରେ ବିକଶିତ କରାଯିବ। ରାସ୍ତାଘାଟ, ପିଇବା ପାଣି, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥାରେ ଉନ୍ନତି ଅଣାଯିବ। ଯୋଗାଯୋଗ ଏବଂ ଆନୁଷଙ୍ଗିକ ଭିତ୍ତିଭୂମିକୁ ସୁଦୃଢ କରାଯିବ। ସମ୍ବଲପୁରରେ ରିଙ୍ଗ୍ ରୋଡ୍ କରାଯିବ। ସହର ମଧ୍ୟରେ ଥିବା ଆଭ୍ୟନ୍ତରୀଣ ରାସ୍ତା ତିଆରି କରାଯିବ।  ମହାନଦୀ ଉପରେ ବ୍ରିଜ୍ ନିର୍ମାଣ ହେବ, ଯାଗା ବୁର୍ଲା ଓ ହୀରାକୁଦକୁ ସଂଯୋଗ କରିବ।  ସମ୍ବଲପୁର ସହରକୁ ଏକ ବୃହତ ମହାନିଗମ ନିଗମରେ ପରିଣତ କରିବା ପାଇଁ ଆମ ସରକାର ଅଙ୍ଗିକାରବଦ୍ଧ।

ଏହି ଅବସରରେ ଶ୍ରୀ ପ୍ରଧାନ ସମ୍ବଲପୁରରେ ଦେବଦମ୍ପତ୍ତି ଭଗବାନ ଶିବ ଏବଂ ମାତା ପାର୍ବତୀଙ୍କ ଅନନ୍ୟ ପର୍ବ ଶୀତଳ ଷଷ୍ଠୀ ପର୍ବରେ ସାମିଲ ହେବା ପାଇଁ ରାଜ୍ୟ ଏବଂ ଦେଶବାସୀଙ୍କୁ ନିମନ୍ତ୍ରଣ ଦେଇଛନ୍ତି।

ଧର୍ମେନ୍ଦ୍ର ପ୍ରଧାନ ରେଳବାଇ ଓଭରବ୍ରିଜ ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଓୟୁଟିଆରରେ ଇଞ୍ଜିନିୟର୍ସ କପ୍‌: ସୋଆର ସଫଳତା

February 5, 2026

ଆଜି ଦିଲ୍ଲୀ ଏବଂ ବେଙ୍ଗାଲୁରୁ ମଧ୍ୟରେ WPL- 2026 ଫାଇନାଲ୍: କିଛି ସମୟ ପରେ ହେବ ମହାମୁକାବିଲା

February 5, 2026

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026
Latest News

ଓୟୁଟିଆରରେ ଇଞ୍ଜିନିୟର୍ସ କପ୍‌: ସୋଆର ସଫଳତା

February 5, 2026

ଆଜି ଦିଲ୍ଲୀ ଏବଂ ବେଙ୍ଗାଲୁରୁ ମଧ୍ୟରେ WPL- 2026 ଫାଇନାଲ୍: କିଛି ସମୟ ପରେ ହେବ ମହାମୁକାବିଲା

February 5, 2026

“ଭାରତ ରୁଷରୁ ତେଲ କିଣିବ ନାହିଁ”: ଜାଣନ୍ତୁ ଟ୍ରମ୍ପଙ୍କ ଦାବି ଉପରେ ଭାରତ କ’ଣ କହିଲା?

February 5, 2026

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ପୁନର୍ବାର ହେବ ବିହାର ନିର୍ବାଚନ?: ସୁପ୍ରିମକୋର୍ଟରେ ଏହି ଅଭିଯୋଗ କଲା ପ୍ରଶାନ୍ତ କିଶୋରଙ୍କ ଜନସୁରାଜ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.