Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳାଙ୍କ ସୁରକ୍ଷା ଓ ନାବାଳିକା ଦୁଷ୍କର୍ମକୁ ନେଇ ଗୃହରେ ହଟ୍ଟଗୋଳ : ଅପରାହ୍ନ 3ଟା ଯାଏଁ ଗୃହ ମୁଲତବୀ
ଆଜିର ଖବର

ମହିଳାଙ୍କ ସୁରକ୍ଷା ଓ ନାବାଳିକା ଦୁଷ୍କର୍ମକୁ ନେଇ ଗୃହରେ ହଟ୍ଟଗୋଳ : ଅପରାହ୍ନ 3ଟା ଯାଏଁ ଗୃହ ମୁଲତବୀ

July 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏକ ଉତ୍ତର ମିଳୁନଥିବା ପ୍ରଶ୍ନ - ଓଡିଶା ବିଧାନସଭାରେ ବିରୋଧୀ ଦଳ ନେତା କିଏ?
ବିଧାନସଭାର ପ୍ରଥମ ଦିନ, କଂଗ୍ରେସ ହିଁ ବିରୋଧୀ ଦଳ, ବିଜେପି ବିଜେଡ଼ିର “ବି–ଟିମ” ଏକ ଉତ୍ତର ମିଳୁନଥିବା ପ୍ରଶ୍ନ - ଓଡିଶା ବିଧାନସଭାରେ ବିରୋଧୀ ଦଳ ନେତା କିଏ?

ରାଜ୍ୟରେ ନାବାଳିକା ଦୁଷ୍କର୍ମ ଓ ତାଙ୍କ ଉପରେ ବଢ଼ୁଥିବା ନିର୍ଯ୍ୟାତନା ନେଇ ଉଭୟ ବିରୋଧୀ ବିଜେପି ଓ କଂଗ୍ରେସ ସରକାରଙ୍କୁ ଘେରିଛନ୍ତି । ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ବେଳେ ମୁଖ୍ୟମନ୍ତ୍ରୀ କ’ଣ କରୁଛନ୍ତି ? ଏ ନେଇ ଦୁଇ ଦଳର ସଦସ୍ୟ ଗୃହ ମଧ୍ୟ ଭାଗରେ ହଙ୍ଗାମା କରିଛନ୍ତି । ଫଳରେ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିଛନ୍ତି । ଏହା ପରେ ଏହି ପ୍ରସଙ୍ଗରେ ଉତ୍ତର ରଖିବାକୁ ରୁଲିଂ ଦେଇଥିଲେ । କିନ୍ତୁ ଗୃହରେ ଆଲୋଚନା ଦାବିରେ କଂଗ୍ରେସ ସଦସ୍ୟମାନେ ହୋହାଲ୍ଲା କରିଥିଲେ । ଫଳରେ ପ୍ରଥମେ ବାଚସ୍ପତି ଗୃହକୁ ସାଢ଼େ 12ଟା ଯାଏଁ ମୁଲତବୀ ଘୋଷଣା କରିଥିଲେ । ଆଇନ ଶୃଙ୍ଖଳା ନିୟନ୍ତ୍ରଣରେ ଥିବା କହୁଥିବା ମୁଖ୍ୟମନ୍ତ୍ରୀ ତୁରନ୍ତ ଇସ୍ତଫା ଦେବାକୁ କଂଗ୍ରେସ ଦାବି କରି ହୋହାଲ୍ଲା କରିଥିଲା । ଫଳରେ ପୁଣି ଥରେ ଅପରାହ୍ନ 3ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.