Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସତର୍କତା ଓ ଆଦର୍ଶ ସେବା ପାଇଁ ଚାରି ରେଳ କର୍ମଚାରୀ ସମ୍ବର୍ଦ୍ଧିତ
ଆଜିର ଖବର

ସତର୍କତା ଓ ଆଦର୍ଶ ସେବା ପାଇଁ ଚାରି ରେଳ କର୍ମଚାରୀ ସମ୍ବର୍ଦ୍ଧିତ

May 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଉତ୍ସର୍ଗୀକୃତ ଏବଂ ସତର୍କତାକୁ ସ୍ୱୀକୃତି ଦେଇ ଏକ ପ୍ରଶଂସନୀୟ ପଦକ୍ଷେପ ସ୍ୱରୂପ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ପରମେଶ୍ୱର ଫଙ୍କୱାଲ ଟ୍ରେନ ପରିଚାଳନାର ନିରାପତ୍ତା ଏବଂ ଦକ୍ଷତା ସୁନିଶ୍ଚିତ କରିବାରେ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ଏବଂ ସତର୍କତା ପାଇଁ ଚାରି ଜଣ ରେଳ କର୍ମଚାରୀଙ୍କୁ ସମ୍ମାନିତ କରିଛନ୍ତି।

ଟିଟିଲାଗଡରେ କାର୍ଯ୍ୟରତ ଟ୍ରାକ ରକ୍ଷଣାବେକ୍ଷଣକାରୀ ପୂଜନ କୁମାର; ମତଗଜପୁର ଷ୍ଟେସନରେ କାର୍ଯ୍ୟରତ ଟ୍ରାକ ରକ୍ଷଣାବେକ୍ଷଣକାରୀ ଦୀନେଶ କୁମାର; କେନ୍ଦୁଝରଗଡ଼ରେ କାର୍ଯ୍ୟରତ ଲୋକୋ ପାଇଲଟ୍ ଜଗଦୀଶ ସାମଲ ଏବଂ ବିଶାଖାପାଟଣା ଠାରେ କାର୍ଯ୍ୟରତ ଟ୍ରେନ ପ୍ରବନ୍ଧକ (ମ୍ୟାନେଜର) ବୋଡାନି ଶ୍ରୀନିବାସ ରାଓ ସେମାନଙ୍କର ନିୟମିତ କର୍ତ୍ତବ୍ୟ ସମ୍ପାଦନ ସମୟରେ ଅସାଧାରଣ ସତର୍କତା ପ୍ରଦର୍ଶନ କରିଛନ୍ତି ଏବଂ ବୁଦ୍ଧିର ଉପସ୍ଥିତି ପ୍ରଦର୍ଶନ କରି ଦ୍ରୁତ ଏବଂ ପ୍ରଭାବଶାଳୀ ପଦକ୍ଷେପ ନେଇଛନ୍ତି ଯାହା ଟ୍ରେନଗୁଡ଼ିକର ନିରାପଦ ଏବଂ ସୁଗମ ପରିଚାଳନାରେ ଅବଦାନ ରଖିଛି।

ଉକ୍ତ କର୍ମଚାରୀ ମାନଙ୍କୁ ସମ୍ବର୍ଦ୍ଧିତ କରିବା ସମୟରେ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ କର୍ମଚାରୀ ମାନଙ୍କର ପ୍ରତିବଦ୍ଧତା ଏବଂ କଠିନ ପରିଶ୍ରମକୁ ପ୍ରଶଂସା କରିଥିଲେ। ବିଶେଷକରି ରେଳ କର୍ମଚାରୀମାନେ ପ୍ରାୟତଃ କଷ୍ଟକର ପରିସ୍ଥିତିରେ କାମ କରନ୍ତି। ରେଳ ସେବାର ନିରାପତ୍ତା ଏବଂ ବିଶ୍ୱସନୀୟତା ବଜାୟ ରଖିବାରେ ଟ୍ରାକ୍ ମେଣ୍ଟେନର୍ସ, ଲୋକୋ ପାଇଲଟ୍, ଟେକ୍ନିସିଆନ୍ ଏବଂ ଷ୍ଟେସନ ଅପରେଟର ମାନଙ୍କ ସହ ସମସ୍ତ ଆଗଧାଡ଼ିର କର୍ମଚାରୀମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

ପୂର୍ବତଟ ରେଳପଥ ଏହାର କର୍ମଚାରୀଙ୍କ ପ୍ରୟାସକୁ ସ୍ୱୀକୃତି ଦେବା ଏବଂ ସମସ୍ତ କାର୍ଯ୍ୟରେ ଉତ୍କର୍ଷତା ଏବଂ ନିରାପତ୍ତାର ସଂସ୍କୃତିକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତିବଦ୍ଧ।

ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ତୃତୀୟ ଦିନିକିଆ ପରେ ଅବସର ନେବେ ରୋହିତ ଶର୍ମା?: ଜାଣନ୍ତୁ ବିସିସିଆଇର ଯୋଜନା

July 17, 2026

ଇତିହାସ ରଚିଲା ଦିଲ୍ଲୀ ଏମ୍ସ!: ୪ ମାସର ଶିଶୁ ଉପରେ ବିଶ୍ୱର ସବୁଠାରୁ ବିରଳ ଅସ୍ତ୍ରୋପଚାର ସଫଳ

July 17, 2026

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026
Latest News

ସବୁଜ ରେଳ ପରିବହନର ନୂଆ ଅଧ୍ୟାୟ: ଧୂଆଁମୁକ୍ତ ହାଇଡ୍ରୋଜେନ୍ ଶକ୍ତିରେ ଚାଲିବ ନୂଆ ଟ୍ରେନ୍

July 17, 2026

ରାଜ୍ୟର ୭ଟି ଷ୍ଟେସନ ସମେତ ଦେଶର ୭୫ ଅମୃତ ଭାରତ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

July 17, 2026

ତୃତୀୟ ଦିନିକିଆ ପରେ ଅବସର ନେବେ ରୋହିତ ଶର୍ମା?: ଜାଣନ୍ତୁ ବିସିସିଆଇର ଯୋଜନା

July 17, 2026

ଇତିହାସ ରଚିଲା ଦିଲ୍ଲୀ ଏମ୍ସ!: ୪ ମାସର ଶିଶୁ ଉପରେ ବିଶ୍ୱର ସବୁଠାରୁ ବିରଳ ଅସ୍ତ୍ରୋପଚାର ସଫଳ

July 17, 2026

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.