Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଦ୍ୟୁତ ଆଘାତରେ ସ୍ତ୍ରୀ ମୃତ: ସ୍ୱାମୀ ଆହତ
ଆଜିର ଖବର

ବିଦ୍ୟୁତ ଆଘାତରେ ସ୍ତ୍ରୀ ମୃତ: ସ୍ୱାମୀ ଆହତ

May 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଥାନା ଭାଲୁଗାଡ଼ିଆ ଗାଁରେ ବିଦ୍ୟୁତ ଆଘାତରେ ସ୍ତ୍ରୀ ମୃତ୍ୟୁ ହୋଇ ଥିବା ବେଳେ ସ୍ୱାମୀ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣା ପଡିଛି।

ପ୍ରକାଶ ଯେ, ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଥାନା ଭାଲୁଗାଡ଼ିଆ ଗ୍ରାମର ସନ୍ତୋଷ ଶତପଥୀଙ୍କ ପତ୍ନୀ ଅନିତା ପୁରୋହିତ କୂଅରୁ ଟୁଲୁ ମୋଟର ସାହାଯ୍ୟରେ ପାଣି ସଂଗ୍ରହ ପାଇଁ ପମ୍ପ ସ୍ଵିଚ ଦେବା ସମୟରେ ବିଦ୍ୟୁତ ଆଘାତରେ ସେ ପଡି ଯାଇଥିଲେ। ସ୍ୱାମୀ ଅନିତା ପଡିଥିବାର ଦେଖି ତାଙ୍କୁ ଯାଇ ଉଠାଇବାକୁ ଚେଷ୍ଟା କରିବାରୁ ସେ ମଧ୍ୟ ବିଦ୍ୟୁତ ଆଘାତ ପାଇ ପଡିଯାଇଥିଲେ। ପଡିଶା ଘର ଲୋକ ପାଟି ଶୁଣି ପାରି ଦୌଡ଼ି ଆସି ବିଦ୍ୟୁତ ସଂଯୋଗ କାଟି ଉଭୟଙ୍କୁ ଉଦ୍ଧାର କରି ଥିଲେ ମଧ୍ୟ ଅନିତା ଙ୍କର ପ୍ରାଣ ବାୟୁ ଚାଲି ଯାଇଥିଲା। ସଂଗେ ସଂଗେ ନାକଟିଦେଉଳ ଡାକ୍ତର ଖାନାକୁ ଉଭୟ ଙ୍କୁ ନିଆ ଯାଇଥିଲା।

ଡାକ୍ତର ଅନିତାର ମୃତ୍ୟୁ ହୋଇ ଥିବା ଘୋଷଣା କରିଥିବା ବେଳେ ଆହତ ସନ୍ତୋଷଙ୍କୁ ଚିକିତ୍ସା କରିଥିଲେ। ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ କରୁଥିବା ବେଳେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।

ନାକଟିଦେଉଳ ଥାନା ବିଦ୍ୟୁତ ଆଘାତ ସମ୍ବଲପୁର ଜିଲ୍ଲା ସ୍ତ୍ରୀ ମୃତ
Share. Facebook Twitter LinkedIn Email WhatsApp Copy Link

Related Posts

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026
Latest News

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.