Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟଗୋଷ୍ଠୀ ଟିଟି : ଅନ୍ତିମ ଦିବସରେ ଭାରତକୁ ତିନି ସ୍ବର୍ଣ୍ଣ ପଦକ
ଆଜିର ଖବର

ରାଜ୍ୟଗୋଷ୍ଠୀ ଟିଟି : ଅନ୍ତିମ ଦିବସରେ ଭାରତକୁ ତିନି ସ୍ବର୍ଣ୍ଣ ପଦକ

July 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକରେ ଆୟୋଜିତ ହେଉଥିବା ରାଜ୍ୟଗୋଷ୍ଠୀ ଟେବୁଲ୍‌ ଟେନିସ୍‌ ଟୁର୍ଣ୍ଣାମେଣ୍ଟରେ ଭାରତ ତିନି ସ୍ବର୍ଣ୍ଣ ପଦକ ହାସଲ କରିଛି । ପ୍ରତିଯୋଗିତାର ଅନ୍ତିମ ଦିବସରେ ଭାରତୀୟ ମହିଳା ଖେଳାଳି ଆୟିକା ମୁଖାର୍ଜୀ ଆଉ ଏକ ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ ଦଳଗତ ଡବଲ୍ସରେ ଭାରତୀୟ ପୁରୁଷ ଏବଂ ମହିଳା ମଧ୍ୟ ସ୍ବର୍ଣ୍ଣ ପଦକ ହାସଲ କରିଥାନ୍ତି । ପୂର୍ବରୁ ଭାରତୀୟ ମହିଳା ଦଳଗତ ବିଭାଗରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ ଏହା ଟୁର୍ଣ୍ଣାମେଣ୍ଟରେ ଭାରତର ଚତୁର୍ଥ ସ୍ବର୍ଣ୍ଣ ।

Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ପଡ଼ୋଶୀ ଗଣ୍ଡଗୋଳରେ ବଳି ପଡ଼ିଲେ ଯୁବକ

April 17, 2026

ସୋଆ ପକ୍ଷରୁ ସିବିଏସଇ ଟପ୍ପର ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧନା

April 17, 2026

ଇତିହାସ ରଚିଲା ପଞ୍ଜାବ କିଙ୍ଗସ୍: ପ୍ରଥମ ଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ କଲା ଏହି ରେକର୍ଡ

April 17, 2026

ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଏସିଆର ନୂତନ ‘ରାଜା’ ହେଲେ ଗୌତମ ଆଦାନୀ

April 17, 2026
Latest News

ରାଜ୍ୟସଭାରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

April 17, 2026

ପୂର୍ବତଟ ରେଳପଥର ରୂପାନ୍ତରମୂଳକ ବର୍ଷ: ରେକର୍ଡ ଭିତ୍ତିଭୂମି ନବୀକରଣ

April 17, 2026

ଦୁଇ ପଡ଼ୋଶୀ ଗଣ୍ଡଗୋଳରେ ବଳି ପଡ଼ିଲେ ଯୁବକ

April 17, 2026

ସୋଆ ପକ୍ଷରୁ ସିବିଏସଇ ଟପ୍ପର ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧନା

April 17, 2026

ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ସମ୍ପର୍କରେ ଜିଲ୍ଲାପାଳ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.