Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»12ଟି ଜିଲ୍ଳାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା
ଆଜିର ଖବର

12ଟି ଜିଲ୍ଳାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା

July 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟର ୧୨ଟି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତର ହେବାର ସମ୍ଭାବନା ରହିଛି । ଅପରାହ୍ନ 5.45 ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି । ଜିଲ୍ଲା ଗୁଡ଼ିକ ହେଉଛି, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ବଲାଙ୍ଗିର, ଜଗତସିଂହପୁର, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ନୂଆପଡ଼ା । ଅନ୍ୟପକ୍ଷରେ ଆଗାମୀ 3ରୁ4 ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଆସନ୍ତା 24 ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି । ବର୍ତ୍ତମାନ ଯାଏ ସ୍ୱାଭାବିକଠାରୁ 29 ପ୍ରତିଶତ କମ୍ ବର୍ଷା ହୋଇଥିବା ପାଣିପାଗ ବିଭାଗ କହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ହୋଲି ପର୍ବକୁ ବର୍ଜନ କଲେ ଠିକାଦାର ସଂଘ: ୧୨ ଦିନ ହେଲା ଆନ୍ଦୋଳନ ଜାରି

March 5, 2026

ଆଜି ମାର୍ଚ୍ଚ ୫ ତାରିଖ ଗୁରୁବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 5, 2026

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026
Latest News

ହୋଲି ପର୍ବକୁ ବର୍ଜନ କଲେ ଠିକାଦାର ସଂଘ: ୧୨ ଦିନ ହେଲା ଆନ୍ଦୋଳନ ଜାରି

March 5, 2026

ଆଜି ମାର୍ଚ୍ଚ ୫ ତାରିଖ ଗୁରୁବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 5, 2026

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.