Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପର ପ୍ରଭାବ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଆଜିର ଖବର

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପର ପ୍ରଭାବ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଡ଼ଘଡ଼ି ସହ ବର୍ଷା ସମ୍ଭାବନା

May 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
LowPRESSURE
ଆସୁଛି ଆଉ ଏକ ଲଘୁଚାପ: ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଭଦ୍ରକ, ବଲାଙ୍ଗୀର, ଗଜପତି, ଜଗତସିଂହପୁର, ଯାଜପୁର, କନ୍ଧମାଳ ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ହୋଇଥିବା ନେଇ ରେକର୍ଡ କରାଯାଇଛି। ଇତିମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା, ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ବର୍ଷା ସମ୍ଭାବନା ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.