Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଣାର୍କ ପାଇଁ ଆମିକସକ୍ୟୁରୀ ନିଯୁକ୍ତ
ଆଜିର ଖବର

କୋଣାର୍କ ପାଇଁ ଆମିକସକ୍ୟୁରୀ ନିଯୁକ୍ତ

July 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଣାର୍କ ମନ୍ଦିର ନିମନ୍ତେ ଆମିକସକ୍ୟୁରୀ ନିଯୁକ୍ତ କରିଛନ୍ତି ଓଡିଶା ହାଇକୋର୍ଟ । ଏନ୍‌ କେ ମହାନ୍ତିଙ୍କୁ କୋଣାର୍କ ମନ୍ଦିର ନିମନ୍ତେ ଆମିକସକ୍ୟୁରୀ ଭାବରେ ନିଯୁକ୍ତ କରିଛନ୍ତି । ଦିଲ୍ଳୀପ ମହାପାତ୍ର ନାମକ ଜନୈକ ବ୍ୟକ୍ତିଙ୍କ ପକ୍ଷରୁ ଦାୟର କରାଯାଇଥିବା ଯାଚିକା ଉପରେ ବିଚାର କରି କୋର୍ଟ ଏହି ନିଷ୍ପତ୍ତି ନେଇଛନ୍ତି । ଆମିକସକ୍ୟୁରୀ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିବା ପରେ ହାଇକୋର୍ଟଙ୍କୁ ନିଜର ରିପୋର୍ଟ ପ୍ରଦାନ କରିବେ । ବାତ୍ୟାରେ କୋଣାର୍କ ସୂର୍ଯ୍ୟମନ୍ଦିର ବ୍ୟାପକ ଭାବରେ କ୍ଷତିଗ୍ରସ୍ତ ହୋଇଥିବା ନେଇ ଏହି ଯାଚିକା ଦାୟର କରାଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026

“ବନ୍ଦେ ମାତରମ୍” ର ନୂତନ ନିୟମକୁ ବିରୋଧ କଲେ ମୁସଲିମ ନେତା: ଅର୍ଶଦ ମଦନୀ କହିଲେ……

February 12, 2026

“ବନ୍ଦେ ମାତରମ୍” ପଢିବା ସମୟରେ ଠିଆ ନହେବା ପାଇଁ କ’ଣ ହେବ ଦଣ୍ଡ, ପୋଲିସ କରିପାରିବ କି ଗିରଫ?

February 12, 2026
Latest News

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026

“ବନ୍ଦେ ମାତରମ୍” ର ନୂତନ ନିୟମକୁ ବିରୋଧ କଲେ ମୁସଲିମ ନେତା: ଅର୍ଶଦ ମଦନୀ କହିଲେ……

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.