Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ନେଇ ଆସିଲା ବଡ ଖବର, କଟକରେ ଜଣେ ଆକ୍ରାନ୍ତ ଚିହ୍ନଟ, ଘରୋଇ ହସପିଟାଲରେ ଭର୍ତ୍ତି
ଆଜିର ଖବର

କରୋନା ନେଇ ଆସିଲା ବଡ ଖବର, କଟକରେ ଜଣେ ଆକ୍ରାନ୍ତ ଚିହ୍ନଟ, ଘରୋଇ ହସପିଟାଲରେ ଭର୍ତ୍ତି

May 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
corona-negetive
କରୋନା ନେଇ ଆସିଲା ବଡ ଖବର, କଟକରେ ଜଣେ ଆକ୍ରାନ୍ତ ଚିହ୍ନଟ, ଘରୋଇ ହସପିଟାଲରେ ଭର୍ତ୍ତି

ଭୁବନେଶ୍ବର: ଏବେ ପୁଣି ଥରେ କରୋନା ଡରାଇବା ଆରମ୍ଭ କଲାଣି। ଧିରେଧିରେ ଏହାର ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଆଜି କଟକର ଜଣେ 45 ବର୍ଷିୟ ପୁରୁଷ କରୋନାରେ ଆକ୍ରାନ୍ତ ହୋଇଥିବାର ଜଣାପଡିଛି। ସେ ଗତ କିଛି ଦିନ ଧରି ଥଣ୍ଡା ଜ୍ବରରେ ଆକ୍ରାନ୍ତ ଥିଲେ। ତାଙ୍କର ସ୍ବାବ ପରୀକ୍ଷା ପରେ ପଜେଟିଭ ବୋଲି ରିପୋର୍ଟ ଆସିଛି। ଏ ନେଇ କଟକ ସିଡିଏମଓ କହିଛନ୍ତି ଯେ, ଆକ୍ରାନ୍ତଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ଚିକିତ୍ସା ଚାଲିଛି।

ଏହା ପୂର୍ବରୁ ଭୁବନେଶ୍ବରରେ ଜଣେ କରୋନା ଆକ୍ରାନ୍ତ ବୋଲି ଚିହ୍ନଟ ହୋଇଛି। ସେ ବର୍ତ୍ତମାନ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ସେ ଦିଲ୍ଲୀରୁ ଫେରିବା ପରେ କରୋନା ଆକ୍ରାନ୍ତ ହୋଇଥିବାର ଜଣାପଡିଛି। ତେବେ ଓଡିଶାରେ ଏପରି ଗୋଟିଏ ପରେ ଗୋଟିଏ ଆକ୍ରାନ୍ତ ଚିହ୍ନଟ ହେବା ପରେ ସ୍ବାସ୍ଥ୍ୟ ବିଭାଗ ପାଇଁ ଏକ ଆହ୍ବାନ ସୃଷ୍ଟି ହୋଇଛି।

corona ଓଡିଶାରେ କରୋନା କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମହାତ୍ମା ଗାନ୍ଧୀ, ଲାଲବାହଦୂର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି ସାରା ଦେଶ

October 2, 2025

ଡାଲି ଉତ୍ପାଦନ ବୃଦ୍ଧି ପାଇଁ ‘ଆତ୍ମନିର୍ଭରତା ମିଶନ’କୁ ମଞ୍ଜୁର କଲା କେନ୍ଦ୍ର, ୧୧,୪୪୦ କୋଟି ଟଙ୍କା ନିବେଶ ପ୍ରୋତ୍ସାହନ

October 2, 2025

ଓଡ଼ିଶାରେ ଖୋଲିବ ୬ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ

October 2, 2025

ଦେଶରେ ପ୍ରତିଷ୍ଠା ହେବ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ, ଖର୍ଚ୍ଚ ହେବ ୫୮୬୨ କୋଟି ଟଙ୍କା

October 2, 2025
Latest News

ଆଜି ମହାତ୍ମା ଗାନ୍ଧୀ, ଲାଲବାହଦୂର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି ସାରା ଦେଶ

October 2, 2025

ଡାଲି ଉତ୍ପାଦନ ବୃଦ୍ଧି ପାଇଁ ‘ଆତ୍ମନିର୍ଭରତା ମିଶନ’କୁ ମଞ୍ଜୁର କଲା କେନ୍ଦ୍ର, ୧୧,୪୪୦ କୋଟି ଟଙ୍କା ନିବେଶ ପ୍ରୋତ୍ସାହନ

October 2, 2025

ଓଡ଼ିଶାରେ ଖୋଲିବ ୬ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ

October 2, 2025

ଦେଶରେ ପ୍ରତିଷ୍ଠା ହେବ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ, ଖର୍ଚ୍ଚ ହେବ ୫୮୬୨ କୋଟି ଟଙ୍କା

October 2, 2025

ଆଜି ଦଶହରାରେ ଏହି ପାଞ୍ଚୋଟି ରାଶିର ଭାଗ୍ୟ ଖୋଲିଲା, ମିଳିବ ଅମାପ ଧନସଂପତ୍ତି

October 2, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.