Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରହ୍ମପୁର ପୋଲିସକୁ ମିଳିଛି ବଡ ସଫଳତା: ୭ ଅଭିଯୁକ୍ତ ଗିରଫ, ମାରଣାସ୍ତ୍ର ଜବତ
ଆଜିର ଖବର

ବ୍ରହ୍ମପୁର ପୋଲିସକୁ ମିଳିଛି ବଡ ସଫଳତା: ୭ ଅଭିଯୁକ୍ତ ଗିରଫ, ମାରଣାସ୍ତ୍ର ଜବତ

May 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଅପରାଧୀ ମାନଙ୍କୁ ସାବାଡ୍ କରିବା ପାଇଁ ସ୍ବତନ୍ତ୍ର ଅଭିଯାନରେ ବ୍ରହ୍ମପୁର ପୋଲିସକୁ ପୁଣି ସଫଳତା ମିଳିଛି। ଆଜି ବ୍ରହ୍ମପୁର ଏସ୍ ପି ଡଃ ସର୍ବଣ ବିବେକ ଏମ୍ ବିବୃତ୍ତି ରଖିଛନ୍ତି ଯେ, ନିଜ ବିଭାଗୀୟ କର୍ମଚାରୀମାନଙ୍କର ସ୍ବତନ୍ତ୍ର ଅଭିଯାନ ଫଳରେ ୭ ଅସାମାଜିକ ଯୁବକ, ୫ ବନ୍ଧୁକ, ୪୩ ଜୀବନ୍ତ ଗୁଳି, ୨୨ ଏ ଟି ଏମ୍ କାର୍ଡ୍ ୬ ମୋବାଇଲ ଫୋନ, ନଗଦ ଏକଲକ୍ଷ ୧୧ ହଜାର ୫ ଶହ ଟଙ୍କା ଓ ଗୋଟିଏ ଟି ୟୁ ଭି କାର୍ ଜବତ କରିଛନ୍ତି।

ଧରାପଡ଼ିଥିବା ଅସାମାଜିକ ଯୁବକ ମାନଙ୍କୁ ଭାରତୀୟ ନ୍ୟାୟ ସଂହିତା ର ବିଭିନ୍ନ ଦଫାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଅଭିଯୁକ୍ତ ମାନେ ହେଲେ ଗୋଷାଣୀ ନୁଆଁଗାଁ ଥାନା ଅଞ୍ଚଳର ସୁରଜ୍ ପାଢ଼ୀ, ଲକ୍ଷ୍ମୀ ନୃସିଂହ ସାହି, ଗୋବର୍ଦ୍ଧନ ପାତ୍ର, ଭଞ୍ଜନଗର ଅଞ୍ଚଳର, ସୁମନ୍ତ ପାତ୍ର ଜଟଣୀ, ରବିନ୍ଦ୍ର ମହାରଣା ଜଙ୍କିଆ ଓ ସୁନୀଲ ସାହୁ ଶାସ୍ତ୍ରୀ ନଗର ହୋଇଥିବା ବେଳେ ବୈଦ୍ୟନାଥ ପୁର ଥାନା ତରଫରୁ ବିଭିନ୍ନ ମକଦ୍ଦମାରେ ଜଡିତ ରଞ୍ଜନ ଗୌଡ ଜରଡା ଓ ସୁଶୀଲ ପଣ୍ଡା ଚିକିଟି ପ୍ରମୁଖ ଅଟନ୍ତି।

ଡଃ ସର୍ବଣ ବିବେକ ଏମ୍ ବ୍ରହ୍ମପୁର ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026
Latest News

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ବର୍ଷା ଆସିଲେ କାହିଁକି କେଶ ବେଶି ଝଡେ ? ଏହି ୫ଟି ସରଳ ଅଭ୍ୟାସ ରଖିବ ଆପଣଙ୍କ କେଶକୁ ସୁସ୍ଥ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.