Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆର.ୟୁ.ଜେ ତରଫରୁ ଡ଼. ସମ୍ବିତ ପାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
ଆଜିର ଖବର

ଆର.ୟୁ.ଜେ ତରଫରୁ ଡ଼. ସମ୍ବିତ ପାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

May 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଓଡ଼ିଶା ୟୁନିଅନ ଅଫ୍ ଜର୍ଣାଲିଷ୍ଟର ରାଜ୍ୟ ସଭାପତି ତଥା ପୁର୍ବତନ ପ୍ରେସ୍ କ୍ଳବ୍ ଇଣ୍ଡିଆର ସଦସ୍ୟ ପ୍ରଶନ୍ନ ମହାନ୍ତିଙ୍କ ନିର୍ଦେଶ କ୍ରମେ ନୟାଗଡ଼ ଜିଲ୍ଲା ଶାଖାର ରଣପୁର ୟୁନିଅନ ଅଫ୍ ଜର୍ଣ୍ଣାଲିଷ୍ଟ ତରଫରୁ ଲୋକସଭା ବାଚସ୍ପତି ଓମ୍ ବିର୍ଲା ଙ୍କ ଦ୍ଵାରା ମନୋନୀତ ପ୍ରେସ କାଉନସିଲ୍ ଅଫ୍ ଇଣ୍ଡିଆର ସଦସ୍ୟ ତଥା ପୁରୀ ସାଂସଦ ଡ଼. ସମ୍ବିତ ପାତ୍ରଙ୍କୁ ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଛି। ନୟାଗଡ଼ ଜିଲ୍ଲା ୟୁନିଅନ ଅଫ୍ ଜର୍ଣାଲିଷ୍ଟ ସଭାପତି ଶ୍ରୀ ଆଚାର୍ଯ୍ୟଙ୍କ ନେତୃତ୍ବରେ ବରିଷ୍ଠ ସାମ୍ବାଦିକ ବ୍ରଜ ରଣସିଂ, ସୁକାନ୍ତ ପଟ୍ଟନାୟକ, ରଘୁନାଥ ନାୟକ, କୃଷ୍ଣଚନ୍ଦ୍ର ଦାଶ, ପ୍ରଭାତ ପ୍ରଧାନ, ଚନ୍ଦ୍ରଭାନୁ ପରିଡା, ଉମେଶ ରଞ୍ଜନ ସାହୁଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ରହି ପ୍ରେସ କାଉନସିଲ୍ ଅଫ୍ ଇଣ୍ଡିଆର ସଦସ୍ୟ ଶ୍ରୀ ପାତ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

ରଣପୁର ଗଣମାଧ୍ୟମ ପ୍ରତିନିଧିମାନଙ୍କ ବିଭିନ୍ନ ସମସ୍ୟା ଦିଗରେ ସଭାପତି ଆଚାର୍ଯ୍ୟ ବିଶ୍ୱରଂଜନ ଡ଼. ସମ୍ବିତ ଙ୍କ ସହ ଆଲୋଚନା କରିଥିଲେ। ଡ଼ଃ ସମ୍ବିତ ପରବର୍ତ୍ତୀ ସମୟରେ ଏକ ବୈଠକ କରି ସମସ୍ୟା ଉପରେ ପଦକ୍ଷେପ ପାଇଁ ପ୍ରତିଶୃତି ଦେଇଥିବା ଜଣାପଡିଛି।

ଓମ୍‌ ବିର୍ଲା ଡ଼. ସମ୍ବିତ ପାତ୍ର ସ୍ବାଗତ ସମ୍ବର୍ଦ୍ଧନା
Share. Facebook Twitter LinkedIn Email WhatsApp Copy Link

Related Posts

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026
Latest News

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.