Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନରୱେ ଚେସ୍ ୨୦୨୫ରେ ଗୁକେଶଙ୍କ ପ୍ରଥମ ବିଜୟ ପାଇଁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ନରୱେ ଚେସ୍ ୨୦୨୫ରେ ଗୁକେଶଙ୍କ ପ୍ରଥମ ବିଜୟ ପାଇଁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

June 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନରୱେ ଚେସ୍ ୨୦୨୫ର ଷଷ୍ଠ ରାଉଣ୍ଡରେ ମ୍ୟାଗନସ୍ କାର୍ଲସେନ୍‌ଙ୍କ ବିପକ୍ଷରେ ପ୍ରଥମ ବିଜୟ ପାଇଁ ଗୁକେଶଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, “ବିଶ୍ୱର ନମ୍ବର ୧ ଖେଳାଳୀଙ୍କୁ ପରାସ୍ତ କରିବା ପାଇଁ ତାଙ୍କୁ ଅଭିନନ୍ଦନ। ନରୱେ ଚେସ୍ ୨୦୨୫ର ଷଷ୍ଠ ରାଉଣ୍ଡରେ ମ୍ୟାଗନସ୍ କାର୍ଲସେନ୍‌ଙ୍କ ବିପକ୍ଷରେ ପ୍ରଥମ ବିଜୟ ତାଙ୍କର ପ୍ରତିଭା ଏବଂ ସମର୍ପଣକୁ ଦର୍ଶାଉଛି।”

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି;

“ଗୁକେଶଙ୍କ ଦ୍ୱାରା ଏକ ଅସାଧାରଣ ଉପଲବ୍ଧି! ସର୍ବେଶ୍ରେଷ୍ଠ ଖେଳାଳୀଙ୍କ ବିପକ୍ଷରେ ବିଜୟ ହାସଲ କରିଥିବାରୁ ତାଙ୍କୁ ଅଭିନନ୍ଦନ। ନରୱେ ଚେସ୍ ୨୦୨୫ର ଷଷ୍ଠ ରାଉଣ୍ଡରେ ମ୍ୟାଗନସ୍ କାର୍ଲସନ୍‌ଙ୍କ ବିପକ୍ଷରେ ପ୍ରଥମ ବିଜୟ ତାଙ୍କର ପ୍ରତିଭା ଏବଂ ସମର୍ପଣକୁ ଦର୍ଶାଉଛି। ତାଙ୍କର ଆଗାମୀ ଯାତ୍ରା ପାଇଁ ନିରନ୍ତର ସଫଳତା କାମନା କରୁଛି।”

ଗୁକେଶ ନରୱେ ଚେସ୍ ୨୦୨୫ ନରେନ୍ଦ୍ର ମୋଦୀ ମ୍ୟାଗନସ୍ କାର୍ଲସେନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

NRC ଭୟ!: ବାଂଲାଦେଶ ପଠାଇଦେବା ଚିନ୍ତାରେ ଆତ୍ମହତ୍ୟା କଲେ କୋଲକାତାରେ ରହୁଥିବା ବ୍ୟକ୍ତି

August 4, 2025
Latest News

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

NRC ଭୟ!: ବାଂଲାଦେଶ ପଠାଇଦେବା ଚିନ୍ତାରେ ଆତ୍ମହତ୍ୟା କଲେ କୋଲକାତାରେ ରହୁଥିବା ବ୍ୟକ୍ତି

August 4, 2025

ଅଗଷ୍ଟ ୭ ରେ ଦିଲ୍ଲୀରେ ଇଣ୍ଡିଆ ବ୍ଲକ ବୈଠକ: କେଉଁ ପ୍ରସଙ୍ଗ ଉପରେ ହେବ ଆଲୋଚନା?

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.