Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୃଦ୍ଧଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
ଆଜିର ଖବର

ବୃଦ୍ଧଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

June 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅର୍ନ୍ତଗତ ଶାସ୍ତ୍ରୀ ନଗର ୫ମ ଗଳିରେ ରହୁଥିବା ବସନ୍ତ ନାୟକ ନାମକ ଜଣେ ୬୫ ବର୍ଷ ବୟସ୍କ ବୃଦ୍ଧ ନିଜ ଘରେ ବେକରେ ରଶି ବାନ୍ଧି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ବୃଦ୍ଧଙ୍କ ପରିବାର ଲୋକେ ନିକଟସ୍ଥ କୁଠାରୀ ମନ୍ଦିରରେ ଏକ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବା ବେଳେ ବୃଦ୍ଧ ଜଣକ ଏକୁଟିଆ ଘରେ ରହି ଏହି ଭଳି ଘଟଣା ଘଟାଥିଇବା ଜଣାପଡିଛି। ପରିବାର ଲୋକେ ଘରକୁ ଫେରି ବୃଦ୍ଧଙ୍କୁ ଝୁଲୁଥିବା ଅବସ୍ଥାରେ ଦେଖିଥିଲେ। ସଙ୍ଗେସଙ୍ଗେ ବଡଡାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଡ଼ାକ୍ତର ତାକୁ ମୃତ ଘୋଷଣା କରିଥିଲେ। ଖବର ପାଇ ବଡ଼ବଜାର ଥାନା ପୋଲିସ୍ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

କାରଣ ଅସ୍ପଷ୍ଟ ବଡ଼ବଜାର ଥାନା ବୃଦ୍ଧଙ୍କ ଆତ୍ମହତ୍ୟା ଶାସ୍ତ୍ରୀ ନଗର
Share. Facebook Twitter LinkedIn Email WhatsApp Copy Link

Related Posts

ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ମହିଳା କଂଗ୍ରେସ

July 19, 2025

ଜୁଲାଇ ୨୧-୨୨ ରେ ଭୁବନେଶ୍ୱରରେ ଶିବିର ଆୟୋଜନ କରିବେ ଜାତୀୟ ମାନବାଧିକାର କମିଶନ

July 19, 2025

ଆଇଆଇଟି ପାଲକ୍କଡର ୭ମ ସମାବର୍ତ୍ତନ ସମାରୋହରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

July 19, 2025

ଛାତ୍ରୀମାନଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ରାଜ୍ୟ ସରକାର ତତ୍ପର: ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

July 19, 2025
Latest News

ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ମହିଳା କଂଗ୍ରେସ

July 19, 2025

ଜୁଲାଇ ୨୧-୨୨ ରେ ଭୁବନେଶ୍ୱରରେ ଶିବିର ଆୟୋଜନ କରିବେ ଜାତୀୟ ମାନବାଧିକାର କମିଶନ

July 19, 2025

ଆଇଆଇଟି ପାଲକ୍କଡର ୭ମ ସମାବର୍ତ୍ତନ ସମାରୋହରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

July 19, 2025

ଛାତ୍ରୀମାନଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ରାଜ୍ୟ ସରକାର ତତ୍ପର: ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

July 19, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପୂର୍ବରୁ ଏହି ମୁସଲିମ ଦେଶକୁ ମିଳିଲା ବିଶେଷ ଉପହାର ମିଳିଛି: ପାକିସ୍ତାନ ପାଇଁ ବିପଦ!

July 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.