Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୧ ବର୍ଷ ଭିତରେ ପ୍ରତିଟି ସରକାରୀ ପଦକ୍ଷେପରେ ଲୋକଙ୍କ ଲାଗି ସେବା, ସୁଶାସନ ଓ କଲ୍ୟାଣ ଉଦ୍ଦିଷ୍ଟ: ପ୍ରଧାନମନ୍ତ୍ରୀ
ଆଜିର ଖବର

୧୧ ବର୍ଷ ଭିତରେ ପ୍ରତିଟି ସରକାରୀ ପଦକ୍ଷେପରେ ଲୋକଙ୍କ ଲାଗି ସେବା, ସୁଶାସନ ଓ କଲ୍ୟାଣ ଉଦ୍ଦିଷ୍ଟ: ପ୍ରଧାନମନ୍ତ୍ରୀ

June 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ ମୋଦୀ
ଭାରତ ପାଇଁ ଆଉ ଖୁସି ଖବର: ଚୀନ୍, ପାକିସ୍ତାନ ଏବଂ ଆମେରିକାକୁ ଲାଗିବ ଝଟକା

ନୂଆଦିଲ୍ଲୀ: ଗରିବ କଲ୍ୟାଣ ଲାଗି ଅଭିପ୍ରେତ ମୋଦୀ ନେତୃତ୍ୱାଧୀନ ଏନଡିଏ ସରକାରର ୧୧ ବର୍ଷ ପୂର୍ତ୍ତି ଉପଲକ୍ଷେ ସାରା ଦେଶ ଏକ ରୂପାନ୍ତରିତ ଓ ସମଷ୍ଟିଗତ ସରକାରର ଶାସନରେ ରହିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ସଶକ୍ତିକରଣ, ଭିତ୍ତିଭୂମିର ବିକାଶ, ସମଷ୍ଟିଗତ ଭାବଧାରାରେ ବିଶ୍ୱାସ ରଖୁଥିବା ମୋଦୀ ନେତୃତ୍ୱାଧୀନ ସହାନୁଭୂତିଶୀଳ ସରକାର ପ୍ରାୟ ୨୫ କୋଟି ଲୋକଙ୍କୁ ଦାରିଦ୍ର୍ୟତାରୁ ଉଦ୍ଧାର କରିପାରିଛି।

ସରକାରଙ୍କ ବିଭିନ୍ନ ରୂପାନ୍ତରିତ ଯୋଜନା ଭିତରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପିଏମ ଉଜ୍ୱଳା ଉଜ୍ଜ୍ୱଳା ଯୋଜନା, ଜନଧନ ଯୋଜନା, ଆୟୁଷ୍ମାନ ଭାରତ ପରି ଅନେକ ଯୋଜନା ଗୃହ ନିର୍ମାଣ, ସ୍ୱଚ୍ଛ ରୋଷେଇ ଇନ୍ଧନ, ବ୍ୟାଙ୍କିଙ୍ଗ, ସ୍ୱାସ୍ଥ୍ୟସେବା ପରି କ୍ଷେତ୍ରରେ ପ୍ରଭାବ ବିସ୍ତାର କରିପାରିଥିବା ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ। ଡାଇରେକ୍ଟ ବେନେଫିଟ ଟ୍ରାନ୍ସଫର ବା ଡିବିଟି ଡିଜିଟାଲକରଣ, ଗ୍ରାମୀଣ ବିକାଶ ପରି କ୍ଷେତ୍ରରେ ଲୋକେ ଅଧିକରୁ ଅଧିକ ସୁବିଧା ସୁଯୋଗ ପାଇଥିବା ପ୍ରଧାନମନ୍ତ୍ରୀ କହିଥିଲେ।

ଏକ୍ସରେ ଟୁଇଟ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ତାଙ୍କ ସରକାର ହେଉଛି ଗରିବ କଲ୍ୟାଣ ଲାଗି ଅଭିପ୍ରେତ ସରକାର। ଦାରିଦ୍ର୍ୟତା କବଳରୁ ଏନଡିଏ ସରକାର ଅନେକ ଲୋକଙ୍କୁ ମୁକ୍ତ କରି ସଶକ୍ତିକରଣ, ସମଷ୍ଟିଗତ ଭାବ ଓ ଭିତ୍ତିଭୂମିର ବିକାଶ କରି ଆଶାପ୍ରଦ ଫଳ ପ୍ରଦାନ କରିଛି। ସାଧାରଣ ଜନତାକୁ ଗରିବୀରୁ ମୁକୁଳାଇବା ଲାଗି ଆମ ସରକାରଙ୍କର ବିଭିନ୍ନ ପ୍ରମୁଖ ଯୋଜନାମାନ ରହିଛି। ଡାଇରେକ୍ଟ ବେନେଫିଟ ଟ୍ରାନ୍ସଫର ବା ଡିବିଟି ଡିଜିଟାଲକରଣ, ଗ୍ରାମୀଣ ବିକାଶ ପରି କ୍ଷେତ୍ରରେ ଲୋକେ ଅଧିକରୁ ଅଧିକ ସୁବିଧା ସୁଯୋଗ ପାଇଛନ୍ତି। ଏହା କେବଳ ୨୫ କୋଟି ଜନତା ଗରିବୀରୁ ନିଜକୁ ଉଦ୍ଧାର କରିପାରିବା ପାଇଁ ହୋଇଛି। ଏକ ସାମୁହିକ ଓ ଆତ୍ମ ନିର୍ଭର ଭାରତ ଗଠନ ଦିଗରେ ଏନଡିଏ ସରକାର ନିଜର ପ୍ରତିବଦ୍ଧତା ଜାରି ରଖିଛି।

ଆବାସ ଯୋଜନା ଆୟୁଷ୍ମାନ ଭାରତ ଉଜ୍ଜ୍ୱଳା ଯୋଜନା ଏନଡିଏ ସରକାର ଗରିବ କଲ୍ୟାଣ ଜନଧନ ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026
Latest News

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.