Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋହନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଇଁ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା
ଆଜିର ଖବର

ମୋହନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଇଁ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା

June 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ତଥା ହସ୍ତ ତନ୍ତ, ବୟନ, ହସ୍ତ ଶିଳ୍ପ ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ଉପସ୍ଥିତିରେ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଲୋକଙ୍କ ସରକାରଙ୍କ ଏକବର୍ଷ ପୂର୍ତ୍ତି ଅବସରରେ ଖୋର୍ଦ୍ଧା ଜିଲ୍ଲାରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ଆଲୋଚ଼ନା କରିଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଗଦର୍ଶନ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚ଼ରଣ ମାଝିଙ୍କ ନେତୃତ୍ଵରେ ଲୋକଙ୍କ ସରକାର ଅନେକ ଜନକଲ୍ୟାଣକାରୀ ଯୋଜନା ପ୍ରଣୟନ କରିଛନ୍ତି।ଏହା ମାଧ୍ୟମରେ ଲୋକଙ୍କ ସାମାଜିକ, ଆର୍ଥିକ ସ୍ଥିତ ସୁଦୃଢ ହେବା ସହ ‘ବିକଶିତ ଓଡ଼ିଶା’ ଗଠନ ସାକାର ରୂପ ନେବାକୁ ଯାଉଛି। ଏକ ବର୍ଷ ପୂର୍ତ୍ତି ପାଳନ ସହ ଏହି ବାର୍ତ୍ତାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ରହିବା ନିମନ୍ତେ ପରାମର୍ଶ ଦେଇଥିଲେ।

ଏହି ବୈଠକରେ ଏକାମ୍ର ବିଧାୟକ ବାବୁ ସିଂ, ଖୋର୍ଦ୍ଧା ଜିଲ୍ଲାପାଳ ଚ଼ଞ୍ଚଳ ରଣା, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ପ୍ରତାପ ଚ଼ନ୍ଦ୍ର ବେଉରାଙ୍କ ସମେତ ଜିଲ୍ଲାର ଅନ୍ୟ ଅଧିକାରୀ ଗଣ ଉପସ୍ଥିତ ଥିଲେ ।

ଏକ ବର୍ଷ ପୂର୍ତ୍ତି ପୃଥ୍ୱୀରାଜ ହରିଚନ୍ଦନ ବିକଶିତ ଓଡିଶା ମୋହନ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026

ରାଜସ୍ୱ ଆଦାୟ ବଢାଇବାକୁ ସରକାରଙ୍କ କଡା ନିର୍ଦ୍ଦେଶ

June 1, 2026

କବିସୂର୍ଯ୍ୟନଗର ଥାର୍ଡ ଡିଗ୍ରୀ ମାମଲା : ୩ ପୁଲିସ କର୍ମଚାରୀ ନିଲମ୍ବିତ

June 1, 2026
Latest News

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଶିଫଳ: ଆଜି ଜୁନ ୨ ତାରିଖ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

June 2, 2026

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.