Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁର ତାଲୁକ୍ ଲିଗାଲ ସର୍ଭିସ୍ କମିଟିର ବିଶ୍ୱ ପରିବେଶ ଦିବସ ପାଳିତ
ଆଜିର ଖବର

ରଣପୁର ତାଲୁକ୍ ଲିଗାଲ ସର୍ଭିସ୍ କମିଟିର ବିଶ୍ୱ ପରିବେଶ ଦିବସ ପାଳିତ

June 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ତାଲୁକ୍ ଲିଗାଲ ସର୍ଭିସ୍ କମିଟି, ରଣପୁର ପକ୍ଷରୁ ଗୁରୁବାର ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ରଣପୁର କୋର୍ଟର ପ୍ରଥମ ଶ୍ରେଣୀ ବିଚାରପତି ପୁଣ୍ୟଶ୍ଲୋକ୍ ଦାଶ, ରଣପୁର ବାର ଆସୋସିଏସନ୍ ର ଆଇନ୍ ଜିବି ସୁବାଷ ଚନ୍ଦ୍ର ଜେନା, ଶ୍ରୀକାନ୍ତ କୁମାର ସାହୁ, କୃପାସିନ୍ଧୁ ବେହେରା, ଶତୃଘ୍ନ ପାଇକରାୟ ପ୍ରମୁଖ ଉପସ୍ଥିତ ରହି ବୃକ୍ଷରୋପଣ କାର୍ଯ୍ୟକ୍ରମର ଶୁଭା ଆରମ୍ଭ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଏକ ପୋଷ୍ଟର ତିଆରି କାର୍ଯ୍ୟକ୍ରମର ପ୍ରତିଯୋଗିତା କରାଯାଇଥିଲା। ରଣପୁର ବନବିଭାଗ ମଧ୍ୟ ଏହି ଆଇନ ସଚେତନା କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିଲେ।

ବିଶ୍ୱ ପରିବେଶ ଦିବସ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.