Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଟ ୧୦ରେ ଶ୍ରୀମନ୍ଦିରର ସୁଆର ମହାସୁଆର ନିଯୋଗ ନିର୍ବାଚନ
ଆଜିର ଖବର

ଅଗଷ୍ଟ ୧୦ରେ ଶ୍ରୀମନ୍ଦିରର ସୁଆର ମହାସୁଆର ନିଯୋଗ ନିର୍ବାଚନ

July 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Jagannath-Temple-Puri
Jagannath-Temple-Puri

ଶ୍ରୀମନ୍ଦିରରେ ନୂତନ ସୁଆର ମହାସୁଆର ନିଯୋଗ ବୋର୍ଡ଼ ଗଠନ ପାଇଁ ଅଗଷ୍ଟ ୧୦ରେ ନିର୍ବାଚନ ହେବ । ଶ୍ରୀମନ୍ଦିରରେ ମହାପ୍ରସାଦ ପ୍ରସ୍ତୁତ ଓ ଯୋଗାଣ ଏହି ନିଯୋଗର ଦାୟିତ୍ୱରେ ରହିଥାଏ । ନିଯୋଗ ମଧ୍ୟରେ ଏହା ସବୁଠାରୁ ଧନୀ । ତେଣୁ ଏହି ନିଯୋଗରେ ସାମିଲ ହେବାକୁ ରହିଥାଏ ସବୁଠାରୁ ଅଧିକ ପ୍ରତିଦ୍ୱ୍ୱନ୍ଦିତା । ନିଯୋଗର ନିୟମ ଅନୁଯାୟୀ ସମସ୍ତ ସଦସ୍ୟ ମିଶି ଏହି ନିଯୋର ୧୫ଜଣିଆ କମିଟି ପାଇଁ ସଦସ୍ୟ ନିର୍ବାଚନ କରିଥାନ୍ତି। ନୂଆ ବୋର୍ଡ଼ ଗଠନ ପାଇଁ ସୁଆର ମହାସୁଆର ନିଯୋଗ ନିର୍ବାଚନ ଅଗଷ୍ଟ ୧୦ରେ ହେବ । ଗତକାଲି ୩୭ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଚାହୁଁଥିବା ପ୍ରାର୍ଥୀ ନିଜ ପ୍ରାର୍ଥୀପତ୍ର ଆସନ୍ତା ୨୭ ତାରିଖରେ ପ୍ରତ୍ୟାହାର କରିପାରିବେ ।  ଅଗଷ୍ଟ ୧୦ରେ ବୈକୁଣ୍ଠ ପରିସରରେ ଥିବା ନିଯୋଗ କାର୍ଯ୍ୟାଳୟରେ ଭୋଟ ଗ୍ରହଣ କରାଯିବ।ସୁଆର ମହାସୁଆର ନିର୍ବାଚନ ପରେ ଏକ ବୋର୍ଡ଼ ଗଠିତ ହୁଏ ।  ସେମାନେ ନିଯୋଗର ସମ୍ପାଦକ ,ସଭାପତି, ଉପସଭାପତି, ସହ ସମ୍ପାଦକ ଓ କୋଷାଧ୍ୟକ୍ଷ ଓ ଅଡ଼ିଟର ଆଦି ପଦବୀରେ ମନୋନୀତ ହୁଅନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚୟନକର୍ତ୍ତାଙ୍କ ଉପରେ ବର୍ଷିଲେ ଇରଫାନ ପଠାନ: ଟିମ୍ ଇଣ୍ଡିଆର ଚୟନ ଉପରେ ଉଠାଇଲେ ପ୍ରଶ୍ନ

July 30, 2026

ୱାଇଲ୍ଡ ଓଡ଼ିଶା ଫାଉଣ୍ଡେସନ ପକ୍ଷରୁ ‘ବାଘ ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ଆୟୋଜିତ

July 30, 2026

ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ “କୃତ୍ରିମ ବୁଦ୍ଧିମତା ଉପରେ ଦକ୍ଷତା ବିକାଶ” କର୍ମଶାଳା

July 30, 2026

ଶ୍ରୀଲଙ୍କା ସିରିଜ ପୂର୍ବରୁ ଇଶାନ କିଷାନ ଅଧିନାୟକ ନିଯୁକ୍ତ: ବୈଭବ ସୂର୍ଯ୍ୟବଂଶୀଙ୍କୁ ମଧ୍ୟ ବଡ଼ ଦାୟିତ୍ଵ

July 30, 2026
Latest News

ଚୟନକର୍ତ୍ତାଙ୍କ ଉପରେ ବର୍ଷିଲେ ଇରଫାନ ପଠାନ: ଟିମ୍ ଇଣ୍ଡିଆର ଚୟନ ଉପରେ ଉଠାଇଲେ ପ୍ରଶ୍ନ

July 30, 2026

ୱାଇଲ୍ଡ ଓଡ଼ିଶା ଫାଉଣ୍ଡେସନ ପକ୍ଷରୁ ‘ବାଘ ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ଆୟୋଜିତ

July 30, 2026

ଲୋକସଭାରେ ଗୋପାଳପୁର-ରାୟଗଡ଼ା ନୂଆ ରେଳ ଲାଇନ ସମ୍ପର୍କରେ ସୂଚନା ଦେଲେ ରେଳ ମନ୍ତ୍ରୀ

July 30, 2026

ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ “କୃତ୍ରିମ ବୁଦ୍ଧିମତା ଉପରେ ଦକ୍ଷତା ବିକାଶ” କର୍ମଶାଳା

July 30, 2026

ଶ୍ରୀଲଙ୍କା ସିରିଜ ପୂର୍ବରୁ ଇଶାନ କିଷାନ ଅଧିନାୟକ ନିଯୁକ୍ତ: ବୈଭବ ସୂର୍ଯ୍ୟବଂଶୀଙ୍କୁ ମଧ୍ୟ ବଡ଼ ଦାୟିତ୍ଵ

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.