Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆରସିବି ଉପରେ ଲାଗିବ ପ୍ରତିବନ୍ଧକ, କିପରି ଏବଂ କାହିଁକି ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ?
ଆଜିର ଖବର

ଆରସିବି ଉପରେ ଲାଗିବ ପ୍ରତିବନ୍ଧକ, କିପରି ଏବଂ କାହିଁକି ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ?

June 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦ୍ୱିତୀୟ ଥର ପାଇଁ ଡବ୍ଲୁପିଏଲ ଚାମ୍ପିଅନ ହେଲା ଆରସିବି: ଚତୁର୍ଥ ଥର ପାଇଁ ଫାଇନାଲରେ ହାରିଲା ଦିଲ୍ଲୀ
ଦ୍ୱିତୀୟ ଥର ପାଇଁ ଡବ୍ଲୁପିଏଲ ଚାମ୍ପିଅନ ହେଲା ଆରସିବି: ଚତୁର୍ଥ ଥର ପାଇଁ ଫାଇନାଲରେ ହାରିଲା ଦିଲ୍ଲୀ

ନୂଆଦିଲ୍ଲୀ: ଆଇପିଏଲ ୨୦୨୫ ଟାଇଟଲ ଜିତିବା ପରେ ଏମ୍ ଚିନ୍ନାସ୍ୱାମୀ ଷ୍ଟାଡିୟମ ବାହାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ବିଜୟ ପରେଡ୍ ଏବଂ ମହାଉତ୍ସବ ପାଇଁ ପ୍ରସ୍ତୁତି କରାଯାଇଥିଲା। ଏହି ସମୟରେ ଷ୍ଟାଡିୟମ ବାହାରେ ଦଳାଚକଟା ହୋଇଥିଲା। ଯେଉଁଥିରେ ୧୧ ଜଣଙ୍କ ଜୀବନ ଚାଲିଯାଇଥିଲା। ଏହା ପରେ ଆରସିବି ବିରୁଦ୍ଧରେ ଏକ ଏଫଆଇଆର ରୁଜୁ ହୋଇଛି। କର୍ଣ୍ଣାଟକ କ୍ରିକେଟ ଆସୋସିଏସନର ଦୁଇ ଅଧିକାରୀ ମଧ୍ୟ ଇସ୍ତଫା ଦେଇଛନ୍ତି। ଏହି ମାମଲାରେ ଜଣେ ଗିରଫ ମଧ୍ୟ ହୋଇଛନ୍ତି। ଏହି ସବୁ ମଧ୍ୟରେ ଆରସିବି ଦଳ ଫସି ରହିଛି। ଏହି ମାମଲା ପରେ ବିସିସିଆଇ ଆଇପିଏଲ ୨୦୨୬ ର ଅଂଶ ହେବା ନେଇ ଏକ ବଡ଼ ନିଷ୍ପତ୍ତି ନେଇପାରେ।

ବିସିସିଆଇ କ’ଣ ପ୍ରତିବନ୍ଧକ ଲଗାଇବା ଭଳି ବଡ଼ ନିଷ୍ପତ୍ତି ନେବ?:

ଆରସିବିର ବିଜୟ ପରେଡରେ ଏତେ ବଡ଼ ଭୁଲ ପାଇଁ କିଏ ଦାୟୀ ତାହା ଜାଣିବା ପାଇଁ ତଦନ୍ତ କରାଯାଉଛି। ଏପରି ପରିସ୍ଥିତିରେ ବିସିସିଆଇ ସମ୍ମୁଖରେ ବଡ଼ ପ୍ରଶ୍ନ ହେଉଛି ଯେ ଯଦି ଏହି ଭୁଲରେ ଆରସିବି ଦଳର ନାମ ଆସେ, ତେବେ ପରବର୍ତ୍ତୀ ନିଷ୍ପତ୍ତି ନେବ। ପ୍ରକାଶ ଯେ, IPLରେ ସମସ୍ତ ଫ୍ରାଞ୍ଚାଇଜ୍ ବାଣିଜ୍ୟିକ ସଂସ୍ଥା ଭାବରେ କାର୍ଯ୍ୟ କରନ୍ତି, କିନ୍ତୁ ସେମାନଙ୍କର ଅଂଶଗ୍ରହଣ BCCI ଚୁକ୍ତିନାମା ଦ୍ୱାରା ନିୟନ୍ତ୍ରିତ ହୁଏ ଏବଂ ସେହି ଚୁକ୍ତିନାମାଗୁଡ଼ିକରେ ସାଧାରଣ ସୁରକ୍ଷା ସହିତ ଜଡିତ ଅନେକ ବିଭାଗ ଅନ୍ତର୍ଭୁକ୍ତ।

ଯଦି ତଦନ୍ତକାରୀମାନେ RCBର ପରିଚାଳନାକୁ ଏହି ଗୁରୁତର ଅବହେଳା ସହିତ ସିଧାସଳଖ ଯୋଡି ଦିଅନ୍ତି, ତେବେ ନ୍ୟାୟ ପ୍ରଦାନ କରିବା ଏବଂ ଲିଗର ବିଶ୍ୱସନୀୟତା ବଜାୟ ରଖିବା ପାଇଁ BCCIକୁ RCB ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେବାକୁ ପଡ଼ିପାରେ।

Bengaluru Stampede ipl IPL 2025 RCB Victory Parade
Share. Facebook Twitter LinkedIn Email WhatsApp Copy Link

Related Posts

ଗାଲେ ଟେଷ୍ଟରେ ଶତକ ସହିତ ଦେବଦତ୍ତ ପାଡିକ୍କଲ୍ ଭାଙ୍ଗିଲେ ୩ ଟି ପ୍ରମୁଖ ରେକର୍ଡ

August 15, 2026

ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧାର ଉଦ୍‌ଘାଟନ 

August 15, 2026

SEBIର ବଡ଼ ନିଷ୍ପତ୍ତି: ଭାରତ ନଆସି ଡିଜିଟାଲ୍ KYC ପୂରଣ କରିପାରିବେ ବିଦେଶରେ ରହୁଥିବା NRI  

August 15, 2026

ଖୋରଧାରେ ୮୦ ତମ ସ୍ବାଧିନତା ଦିବସ ମହା ସମାରୋହରେ ପାଳିତ

August 15, 2026
Latest News

ଗାଲେ ଟେଷ୍ଟରେ ଶତକ ସହିତ ଦେବଦତ୍ତ ପାଡିକ୍କଲ୍ ଭାଙ୍ଗିଲେ ୩ ଟି ପ୍ରମୁଖ ରେକର୍ଡ

August 15, 2026

ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧାର ଉଦ୍‌ଘାଟନ 

August 15, 2026

SEBIର ବଡ଼ ନିଷ୍ପତ୍ତି: ଭାରତ ନଆସି ଡିଜିଟାଲ୍ KYC ପୂରଣ କରିପାରିବେ ବିଦେଶରେ ରହୁଥିବା NRI  

August 15, 2026

ଖୋରଧାରେ ୮୦ ତମ ସ୍ବାଧିନତା ଦିବସ ମହା ସମାରୋହରେ ପାଳିତ

August 15, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.