Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରିବାରର ୩ ଜଣଙ୍କୁ ଗୁଳି କରି ହତ୍ୟା
ଆଜିର ଖବର

ପରିବାରର ୩ ଜଣଙ୍କୁ ଗୁଳି କରି ହତ୍ୟା

July 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଝାଡ଼ଖଣ୍ଡରେ ବିଜେପି ନେତାଙ୍କ ପରିବାରର ୩ ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଦୁବୃର୍ତ୍ତ ଗୁଳିକାଣ୍ଡରେ ବିଜେପି ନେତା, ତାଙ୍କ ସ୍ତ୍ରୀ ଓ ପୁତ୍ର ପ୍ରାଣ ହରାଇଛନ୍ତି । ମୃତ ବିଜେପି ନେତା ଜଣକ ହେଲେ ଖଣ୍ଟି ଅନ୍ତର୍ଗତ ହେଥେଗୋୱା ଗାଁର ମାଗୋ ମୁଣ୍ଡା । ଗତକାଲି ବିଳମ୍ବିତ ରାତିରେ ବିଜେପି ନେତା ମାଗୋ ମୁଣ୍ଡା, ତାଙ୍କ ସ୍ତ୍ରୀ ଓ ପୁଅକୁ ଗୁଳି କରି ହତ୍ୟା କରାଯାଇଛି । ହେଥୋଗୋୱାରେ ଥିବା ତାଙ୍କ ବାସଭବନରେ ଏହି ହତ୍ୟାକାଣ୍ଡ ଘଟିଛି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ପୋଲିସ୍‌ ଏହାର ତଦନ୍ତ ଆରମ୍ଭ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ନିଶାମୁକ୍ତ ଭାରତ ଓ ମୋ ଯୁବ ଭାରତ ନେଇ ଦୁଇଦିନିଆ ଜନସଚେତନତା କାର୍ଯ୍ୟକ୍ରମ

September 10, 2026

ଆନ୍ତଃଗଣମାଧ୍ୟମ ପ୍ରଚାର ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ

September 10, 2026

ଭୁବନେଶ୍ୱରସ୍ଥିତ CSIR-IMMT ଗସ୍ତ କଲେ ଆମେରିକୀୟ କନସୁଲ ଜେନେରାଲ

September 10, 2026

ସୋଆ କୃଷି ମହାବିଦ୍ୟାଳୟର ୨୦୨୬ ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

September 10, 2026
Latest News

ନିଶାମୁକ୍ତ ଭାରତ ଓ ମୋ ଯୁବ ଭାରତ ନେଇ ଦୁଇଦିନିଆ ଜନସଚେତନତା କାର୍ଯ୍ୟକ୍ରମ

September 10, 2026

ଆନ୍ତଃଗଣମାଧ୍ୟମ ପ୍ରଚାର ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ

September 10, 2026

ଭୁବନେଶ୍ୱରସ୍ଥିତ CSIR-IMMT ଗସ୍ତ କଲେ ଆମେରିକୀୟ କନସୁଲ ଜେନେରାଲ

September 10, 2026

ସୋଆ କୃଷି ମହାବିଦ୍ୟାଳୟର ୨୦୨୬ ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

September 10, 2026

ବିରଜାଈ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତା ସମାବେଶ ଓ ମିଶ୍ରଣ ପର୍ବ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.