Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବେକରେ ଓଢ଼ଣୀ ଲଗାଇ ଛାତ୍ରୀଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ
ଆଜିର ଖବର

ବେକରେ ଓଢ଼ଣୀ ଲଗାଇ ଛାତ୍ରୀଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଅର୍ନ୍ତଗତ ଧରାକୋଟ ଗ୍ରାମର ମଝି ସାହିରେ ଶ୍ଵେତା ସ୍ବାଇଁ ନାମ୍ନୀ ଜଣେ ଛାତ୍ରୀ ବେକରେ ଓଢ଼ଣୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଛାତ୍ରୀ ଜଣକ ଆସ୍କା ନିରଞ୍ଜନ ମହିଳା ମହାବିଦ୍ୟାଳୟର ଯୁକ୍ତ ୩ ଦ୍ଵିତୀୟ ବର୍ଷର ଛାତ୍ରୀ ଓ ବାପା ମାଙ୍କ କଳି ଝଗଡ଼ାକୁ ସହ୍ୟ କରିନପାରି ନିଜ ଘରେ ଏହି ଭଳି ନିଷ୍ପତ୍ତି ନେଇଥିବା ସନ୍ଦେହ ହେଉଛି।

ବାପା ଓ ମା ଝୁଲୁଥିବା ଅବସ୍ଥାରେ ଦେଖି ଛାତ୍ରୀକୁ ତଳକୁ ଓହ୍ଲେଇ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାକୁ ମୃତ ଘୋଷଣା କରିଥିଲେ। ଖବର ପାଇ ଧରାକୋଟ ପୋଲିସ ପହଞ୍ଚି ଶବ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛି।

ଛାତ୍ରୀଙ୍କ ଆତ୍ମହତ୍ୟା ଧରାକୋଟ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Latest News

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.