Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘରୋଇ ନିଯୁକ୍ତି କ୍ଷେତ୍ରରେ ସ୍ଥାନୀୟ ଲୋକଙ୍କୁ ୭୫% ସଂରକ୍ଷଣ ଦେଲା ଆନ୍ଧ୍ରପ୍ରଦେଶ
ଆଜିର ଖବର

ଘରୋଇ ନିଯୁକ୍ତି କ୍ଷେତ୍ରରେ ସ୍ଥାନୀୟ ଲୋକଙ୍କୁ ୭୫% ସଂରକ୍ଷଣ ଦେଲା ଆନ୍ଧ୍ରପ୍ରଦେଶ

July 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡି ରାଜ୍ୟ ଯୁବକଙ୍କ ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏବେ ଆନ୍ଧ୍ର ପ୍ରଦେଶରେ ଥିବା ଘରୋଇ କମ୍ପାନୀରେ ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ୭୫ ପ୍ରତିଶତ ଚାକିରି ସଂରକ୍ଷିତ ରହିବ ବୋଲି କହିଛନ୍ତି । ଭାରତର ପ୍ରଥମ ରାଜ୍ୟ ଭାବେ ଆନ୍ଧ୍ରପ୍ରଦେଶ ସ୍ଥାନୀୟ ନାଗରିକଙ୍କ ପାଇଁ ସମସ୍ତ ଘରୋଇ ଉଦ୍ୟୋଗ, ପ୍ରତିଷ୍ଠାନ ଏବଂ କାରଖାନାରେ ୭୫% ଚାକିରି ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛି। ସରକାରଙ୍କଠାରୁ କୌଣସି ସହୟତା ପାଉନଥିବା କମ୍ପାନୀ ଉପରେ ମଧ୍ୟ ଏହି ନିୟମ ଲାଗୁ ହୋଇଛି। ଆନ୍ଧ୍ରପ୍ରଦେଶ ବିଧାନସଭାରେ ସୋମବାର  ଲୋକାଲ୍‌ କ୍ୟାଣ୍ଡିଡେଟ୍‌ ଇନ୍‌ ଇଣ୍ଡଷ୍ଟ୍ରିଜ୍‌/ ଫ୍ୟାକ୍ଟ୍ରି ଆକ୍ଟ-୨୦୧୯କୁ ପାରିତ ହୋଇଛି ।  ଏହି ଅଧିନିୟମ ଅନୁସାରେ ସମସ୍ତ ଶ୍ରେଣୀର ଘରୋଇ ଚାକିରିରେ ସ୍ଥାନୀୟ ଲୋକଙ୍କ ପାଇଁ ୭୫% ଆସନ ସଂରକ୍ଷିତ ରହିବ।  ଏହି ନିୟମ ପ୍ରଚଳନକୁ ନେଇ ଅନ୍ୟ କିଛି ରାଜ୍ୟରେ ମଧ୍ୟ ଦାବି କରାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ମାସରୁ ମହଙ୍ଗା ମାଡ଼!: ଏହି ଜିନିଷଗୁଡ଼ିକର ବଢିବ ମୂଲ୍ୟ

July 30, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ CCS ବୈଠକ: NSA ଡୋଭାଲ ମଧ୍ୟ ସାମିଲ

July 30, 2026

ଟିମ୍ ଇଣ୍ଡିଆର ନୂଆ ଜର୍ସି ଉପରେ ବିବାଦ: ରଙ୍ଗକୁ ନେଇ ସମାଲୋଚନା କଲେ ପୂର୍ବତନ ଅଧିନାୟକ

July 30, 2026

AIDMK ପରେ DMK କୁ ଝଟକା!: TVKରେ ଯୋଗଦେବେ ପନ୍ନିରସେଲଭମ?

July 30, 2026
Latest News

ଅଗଷ୍ଟ ମାସରୁ ମହଙ୍ଗା ମାଡ଼!: ଏହି ଜିନିଷଗୁଡ଼ିକର ବଢିବ ମୂଲ୍ୟ

July 30, 2026

ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା, ଚାରିଦିନ ପାଇଁ ଶିକ୍ଷକ ଓ କର୍ମଚାରୀଙ୍କ ଛୁଟି ବାତିଲ

July 30, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ CCS ବୈଠକ: NSA ଡୋଭାଲ ମଧ୍ୟ ସାମିଲ

July 30, 2026

ଟିମ୍ ଇଣ୍ଡିଆର ନୂଆ ଜର୍ସି ଉପରେ ବିବାଦ: ରଙ୍ଗକୁ ନେଇ ସମାଲୋଚନା କଲେ ପୂର୍ବତନ ଅଧିନାୟକ

July 30, 2026

AIDMK ପରେ DMK କୁ ଝଟକା!: TVKରେ ଯୋଗଦେବେ ପନ୍ନିରସେଲଭମ?

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.